ପୁରୀ ଅଫିସ,୧୬।୪: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ସୁଆଣ୍ଡୋ ଗସ୍ତ କରିଛନ୍ତି। ସେଠାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି ଗସ୍ତ ସମୟରେ ପୁରୀ ଜିଲାପାଳଙ୍କ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ ।
ଅନ୍ୟପକ୍ଷେ, ୨୫ କୋଟିରୁ ଉର୍ଦ୍ଧ ଟଙ୍କାର କାମ ଚାଲିଛି । ସ୍ଥିତି ସମୀକ୍ଷା କରାଯାଇଛି । ଆଗାମୀ ୨/୩ ମାସ ମଧ୍ୟରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି ଜିଲାପାଳ କହିଛନ୍ତି।