Posted inଫୁରସତ

ବାତ୍ୟାରେ ୫୦ କି.ମି. ଚାଲି ଝିଅ ବିବାହରେ ପହଞ୍ଚିଲେ

ୱାଶିଂଟନ୍‌: ସମ୍ପ୍ରତି ଆମେରିକାର ଦକ୍ଷିଣ କାରୋଲିନା ନିବାସୀ ଡେଭିଡ୍‌ ଜୋନ୍ସ ନିଜ ଝିଅ ଏଲିଜାବେଥ୍‌ଙ୍କ ବିବାହ ଉତ୍ସବରେ ପହଞ୍ଚିବା ପାଇଁ ପ୍ରବଳ ବାତ୍ୟା ମଧ୍ୟରେ ୫୦ କିଲୋମିଟର ପର୍ଯ୍ୟନ୍ତ ଚାଲିଥିଲେ। ଏଲିଜାବେଥଙ୍କ ବିବାହ ଉତ୍ସବ ଟେନେସିରେ ହେଉଥିବାବେଳେ
ଦକ୍ଷିଣ କାରୋଲିନାରୁ ସେଠାରେ ପହଞ୍ଚିବା ପାଇଁ କାର୍‌ରେ ସାଧାରଣତଃ ୨ ଘଣ୍ଟାର ସମୟ ଲାଗିଥାଏ। ତେବେ ବାତ୍ୟା ହେଲେନ୍‌ ଯୋଗୁ କାର୍‌ରେ କିମ୍ବା ଅନ୍ୟ କୌଣସି ମାଧ୍ୟମରେ ଯିବା ଡେଭିଡ୍‌ଙ୍କ ପକ୍ଷେ ସମ୍ଭବପର ହୋଇ ନ ଥିଲା। ତେଣୁ ଡେଭିଡ୍‌ ଚାଲି ଚାଲି ୫୦ କିଲୋମିଟର ଅତିକ୍ରମ କରି ଝିଅର ବିବାହ ଉତ୍ସବରେ ପହଞ୍ଚିବାକୁ ସ୍ଥିର କରିଥିଲେ। ଏହି ଯାତ୍ରାବେଳେ ଅନେକ ସ୍ଥାନରେ ଡେଭିଡ୍‌ଙ୍କୁ ଆଣ୍ଠୁଏ ପର୍ଯ୍ୟନ୍ତ କାଦୁଅରେ ମଧ୍ୟ ଚାଲିବାକୁ ପଡ଼ିଥିଲା। ଶେଷରେ ବହୁ ସମସ୍ୟାର ସମ୍ମୁଖୀନ ହେବା ପରେ ସେ ବିବାହସ୍ଥଳରେ ପହଞ୍ଚିଥିଲେ। ବାତ୍ୟା ହେଲେନ୍‌ର କରାଳ ପ୍ରକୋପ ମଧ୍ୟରେ ବି ବାପାଙ୍କୁ ଆସିଥିବା ଦେଖି ଝିଅ ଏଲିଜାବେଥ୍‌ ଭାବବିହ୍ବଳ ହୋଇପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିସିସିଏଫ୍‌ଙ୍କ ଉପସ୍ଥିତିରେ ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୭ ଘଡ଼ିଆଳ କୁମ୍ଭୀର

ଅନୁଗୋଳ ଅଫିସ,୧୭।୪(ମାନସ ବିଶ୍ୱାଳ)- ଅନୁଗୋଳ ଜିଲା ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡର ସୁନାଖଣିଆ ଘାଟଠାରେ ନନ୍ଦନକାନନରୁ ଅଣାଯାଇଥିବା ୫ ଘଡ଼ିଆଳ ଓ ସାତକୋଶିଆ ଟିକରପଡ଼ା ଚିଡ଼ିଆଖାନାରୁ ଆସିଥିବା...

ପୈତୃକ ଗ୍ରାମରେ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ ନୂଆଗାଁ ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ପୈତୃକ ଗ୍ରାମ। ତେଣୁ ଗୁରୁବାର ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ...

Love Marriage: କୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ମାତାପିତାଙ୍କ ଇଚ୍ଛା ବିରୋଧରେ ବିବାହ କଲେ ମିଳିବନି ପୋଲିସ ସୁରକ୍ଷା

ନୂଆଦିଲ୍ଲୀ,୧୭।୪: ଆହ୍ଲାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି ଯେ ଯେଉଁ ପ୍ରେମୀଯୁଗଳମାନେ ନିଜ ଇଚ୍ଛାରେ ମାତାପିତାଙ୍କ ଅନୁମତି ବିନା ବିବାହ କରନ୍ତି, ସେମାନଙ୍କୁ ଆଉ...

ତଳକାଁପଡ଼ା ଗ୍ରାମରେ ରାଜନୈତିକ ଶତ୍ରୁତାରୁ ବୋମାମାଡ଼; ୯ ଗୁରୁତର, ଲାଗି ରହିଛି ଉତ୍ତେଜନା

ତିହିଡି଼,୧୭।୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡି଼ ଥାନା କାଁପଡ଼ା ପଞ୍ଚାୟତ ଅଧୀନ ତଳକାଁପଡ଼ା ଗ୍ରାମରେ ବୁଧବାର ରାତି ୧୦ଟା ସମୟରେ ବୋମାମାଡ଼ ହୋଇଛି । ରାଜନୈତିକ...

ଗୌତମ ଗମ୍ଭୀରଙ୍କ ସପୋର୍ଟ ଷ୍ଟାଫ୍ ରୁ ତିନି ଜଣଙ୍କୁ ବହିଷ୍କାର କରିବ ବିସିସିଆଇ, ରହିଛି ବଡ଼ କାରଣ

ମୁମ୍ବାଇ,୧୭ା୪: ଅଷ୍ଟ୍ରେଲିଆରେ ବର୍ଡର ଗାଭାସ୍କର ଟ୍ରଫିରେ ଭାରତୀୟ କ୍ରିକେଟ୍ ଦଳର ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲା। ଏହି ଗସ୍ତରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ୩-୧ ବ୍ୟବଧାନରେ...

Subhadra Yojana: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, କଲେଜ ଛାତ୍ରୀ…

ଭୁବନେଶ୍ୱର,୧୭।୪:କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା । ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୁଭଦ୍ରା ସର୍ଭେରେ...

Gold Rate Today : ଆଉ କିଣିବାନି ସୁନା! ଜାଣନ୍ତୁ ୧୦ ଗ୍ରାମ ପ୍ରତି ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ, ୧୭।୪: ଭାରତୀୟ ବଜାରରେ ସୁନା ଦର ରେକର୍ଡ ଛୁଇଁଛି। ଏବେ ସୁନା ଲକ୍ଷେ ମୁହାଁଉଛି। ଗୁରୁବାର ୨୪ କ୍ୟାରେଟ ସୁନାର ମୂଲ୍ୟ ୧୦ ଗ୍ରାମ...

କଟକ କମିଶନରେଟ ପୋଲିସର ଡବଲ୍‌ ଏନ୍‌କାଉଣ୍ଟର, ୨ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ଼

ଚୌଦ୍ୱାର,୧୭।୪(ଆଶୁତୋଷ ଦାସ): କଟକ କମିଶନରେଟ ପୋଲିସର ଡବଲ ଏନ୍‌କାଉଣ୍ଟର। ଗୁଳିମାଡ଼ରେ ୨ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଆହତ ହୋଇଛନ୍ତି। ସେମାନଙ୍କ ଗୋଡ଼ରେ ଗୁଳି ବାଜିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image