Advertisement

ବାପାଙ୍କ ମୃତଦେହ ଦେଖିବାକୁ ୫୧ ହଜାର

କୋଲକାତା, ୧୧ା୮: ପଶ୍ଚିମବଙ୍ଗର ଏକ ଘରୋଇ ହସ୍ପିଟାଲରେ କରୋନାରେ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ମରଶରୀର ଦେଖିବା ପାଇଁ ତାଙ୍କ ପୁଅଙ୍କଠାରୁ କର୍ତ୍ତୃପକ୍ଷ ୫୧ ହଜାର ଟଙ୍କା ଦାବି କରିଥିଲେ। ଶନିବାର ରାତିରେ ହରି ଗୁପ୍ତାଙ୍କର ଏକ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା। ରବିବାର ତାଙ୍କ ପରିବାର ହସ୍ପିଟାଲରେ ପହଞ୍ଚତ୍ବା ବେଳକୁ ମୃତଦେହକୁ ଶ୍ମଶାନକୁ ନିଆଯାଇଥିଲା। ସେଠାରେ ତାଙ୍କୁ ୫୧ହଜାର ଟଙ୍କା ମାଗିଥିଲେ। ଟଙ୍କା ନ ଦେବାରୁ ମୃତଦେହକୁ ଦେଖିବାକୁ ନ ଦେଇ ପୋତି ଦିଆଯାଇଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share