ଆଜି ରାଜ୍ୟରୁ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୭ ଶିଶୁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୫୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୮ ଏବଂ ଜଗତସିଂହପୁରରୁ ୩୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୬, ବାଲେଶ୍ୱର ୨୩, ବରଗଡ଼ ୨, ଭଦ୍ରକ ୧୨, ଦେବଗଡ଼ ୪, ଢେଙ୍କାନାଳ ୪, ଗଞ୍ଜାମ ୧, ଯାଜପୁର ୧୭, ଝାରସୁଗୁଡ଼ା ୪, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୨, କୋରାପୁଟ ୩, ମାଲକାନଗିରି ୨, ମୟୂରଭଞ୍ଜ ୧୩, ନୟାଗଡ଼ ୫, ପୁରୀ ୧୨, ରାୟଗଡ଼ା ୨, ସମ୍ବଲପୁର ୧୨, ସୋନପୁରରୁ ୫ ଏବଂ ସୁନ୍ଦରଗଡ଼ରୁ ୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬୦।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୦,୨୩,୧୩୩ରେ ପହଞ୍ଚିଥିବା ବେଳେ ୧୦,୯୦,୦୮୮ଜଣ ସୁସ୍ଥ ହୋଇଛନ୍ତି। ୫୮୨୯ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସରେ ଦଳକୁ ସୁଦୃଢ଼ କରୁଥିଲେ ନବୀନ: ଏପଟେ ହାତାହାତି ହୋଇଗଲେ ବିଜେଡି ନେତ୍ରୀ

ଭୁବନେଶ୍ୱର,୨୬।୧୨: ଆଜି ବିଜେଡିର ପ୍ରତିଷ୍ଠା ଦିବସ । ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ଅଭିଭାଷଣ ରଖିଥିବା ବେଳେ ଶଙ୍ଖ...

ନିଦ ହଜାଇଛି ଜିନ୍ନତ: ପୁଣି ଓଡ଼ିଶା ଆସିବାକୁ ଯାଉଛନ୍ତି ଆଉ ଦୁଇ ବାଘ

ଭୁବନେଶ୍ୱର,୨୬ା୧୨: ମହାରାଷ୍ଟ୍ରରୁ ଓଡ଼ିଶା ଆସିଥିବା ବାଘୁଣୀ ଜିନ୍ନତ ତିନି ରାଜ୍ୟ ବନ ବିଭାଗର ନିଦ ହଜାଇଛି। ଏହାରି ମଧ୍ୟରେ ଆଉ କିଛି ବାଘ ପୁଣି ଓଡିଶା...

Featured Video Play Icon

ଏମାନଙ୍କଠୁ ଶିଖିବା କଥା ବନ୍ଧୁତା

ବନ୍ଧୁତା , ଏ ଶବ୍ଦଟି ସତରେ କେତେ ମଧୁର ତାର ଜ୍ୱଳନ୍ତ ଦୃଶ୍ୟ ଏଇ ବୁଲା ଷଣ୍ଢ ଓ ବୁଲା କୁକୁର ଦୋସ୍ତିକୁ ଦେଖି ଜାଣିପାରୁଥିବେ...

ଏଆରଆଇଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ୮ଟି ପ୍ଲଟ୍‌, ନଗଦ ଟଙ୍କା ସମେତ ମିଳିଲା…

କୋରାପୁଟ। ବୋରିଗୁମ୍ମା,୨୬।୧୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ): ଭିଜିଲାନ୍ସ ଜାଲରେ କୋରାପୁଟ ଜିଲା ବୋରିଗୁମ୍ମା ତହସିଲ କୁମୁଲି ସର୍କଲର ଏଆରଆଇ। ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ...

ରଘୁବର ଦାସଙ୍କ ଇସ୍ତଫା ପରେ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ବଢ଼ିଲା ଦାବି

ଭୁବନେଶ୍ୱର,୨୬ା୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫା ଗ୍ରହଣ କରିବା ପରେ ହରିବାବୁ କମ୍ଭମପତିଙ୍କୁ ରାଜ୍ୟର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ...

ନବୀନଙ୍କ ପରେ କିଏ? ଉତ୍ତରରେ ନବୀନ କହିଲେ ମୋ’ ପରେ…

ଭୁବନେଶ୍ୱର,୨୬ା୧୨: ଗୁରୁବାର ଶଙ୍ଖଭବନରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ଏଥିସହିତ...

ନବୀନଙ୍କୁ କଡ଼ା ଟାର୍ଗେଟ୍‌ କଲେ ଧର୍ମେନ୍ଦ୍ର, କହିଲେ ୨୪ ବର୍ଷରେ ଯିଏ ପାଣି ଯୋଗାଇ ପାରିଲେନି ସେ ପୁଣି…

ଭୁବନେଶ୍ୱର,୨୬ା୧୨: ଗୁରୁବାର ବିଜେଡିର ପ୍ରତିଷ୍ଠା ଦିବସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ଉପରେ ବର୍ଷିଥିବାବେଳେ ନବୀନଙ୍କୁ ମଧ୍ୟ କଡ଼ା ଟାର୍ଗେଟ୍‌ କରି ଭାଜପା ସମାଲୋଚନା...

କେନ୍ଦ୍ର ଫୋକସ୍‌ରେ ଓଡ଼ିଶା, ଶାହା ଆସିବେ ହେଲେ ସମ୍ବଲପୁର ଯିବେନି…

ଭୁବନେଶ୍ୱର,୨୬।୧୨: ଚଳିତ ମାସ ୨୮ ତାରିଖରେ ଭୁବନେଶ୍ବର ଆସିବେ ଅମିତ ଶାହା। ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏହି ସୂଚନା ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri