କେନ୍ଦୁଝର ଗସ୍ତରେ ୫ଟି ସଚିବ

କେନ୍ଦୁଝର,୧୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ଦୁଇ ଦିନିଆ ଗସ୍ତରେ ଆସିଛନ୍ତି ୫ଟି ସଚିବ ଭି କେ ପାଣ୍ଡିଆନ। ପାଟଣା ବ୍ଲକ ଭୀମକୁଣ୍ଡକୁ ଯାଇ ପର୍ଯ୍ୟଟନ କେନ୍ଦ୍ର ପରିଦର୍ଶନ କରିବା ସହ ସ୍ଥାନୀୟ ଲୋକଙ୍କ ସହିତ ଆଲୋଚନା କରିଛନ୍ତି। ତାଙ୍କ ସହିତ ବିଧାୟକ ଜଗନ୍ନାଥ ନାୟକ, ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିଥିଲେ। ସେଠାରୁ ଚମ୍ପୁଆ ଗ୍ରସ୍ତ କରି ପାନୀୟ ଜଳ ପ୍ରକଳ୍ପ ବୁଲି ଦେଖିଛନ୍ତି। ସେଠାରୁ ସେ ବଡ଼ବିଲ, ଯୋଡ଼ା ଯାଇ ନିର୍ମାଣଧିନ ଫ୍ଲାଇ ଓଭର, କାନପୁର ଜଳସେଚନ ପ୍ରକଳ୍ପ, ଏନଏଚ କାମ ଅନୁଧ୍ୟାନ କରିବା ସହ ବୃଦ୍ଧାଶ୍ରମ ଯିବେ। ସେଠାରୁ କେନ୍ଦୁଝର ଆସି ମହିଳା ସୟଂ ସହାୟିକା ଗୋଷ୍ଠୀ, ସ୍ଥାନୀୟ ବିଭିନ୍ନ ସଂଗଠନ, ସଂସ୍ଥା ସହିତ ଆଲୋଚନା କରିବା ପରେ ପୁରୁଣା ବଜାର ଶ୍ରୀ ବଳଦେବଜୀଉ ମନ୍ଦିର ପରିଦର୍ଶନ କରି ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିବେ। ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମିଲେଟ କାଫେ ବୁଲିବା ସହ ପରିଚାଳନା କରୁଥିବା ମହିଳା ସଂଗଠନ ସଦସ୍ୟାଙ୍କ ସହିତ ଆଲୋଚନା କରିବେ। ଶନିବାର କେନ୍ଦୁଝର ରହଣି ପରେ ରବିବାର ହରିଚନ୍ଦନପୁର, ହାଟଡିହି, ଆନନ୍ଦପୁର ବ୍ଲକ ଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଟ୍ରଲିବ୍ୟାଗ୍‌ରୁ ମିଳିଲା ଓଠ ସିଲ୍‌ ଥିବା ଯୁବତୀଙ୍କ ମୃତଦେହ

କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍‌ରୁ ଜଣେ ଯୁବତୀଙ୍କ ଓଠ ସିଲ୍‌ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...

ପହଲଗାମ ଆତଙ୍କ: ମୋଦିଙ୍କୁ ଆତଙ୍କବାଦୀଙ୍କ ଧମକ, ଭାରତ ପାଇଁ ଏହାର ଅର୍ଥ କ’ଣ?

ନୂଆଦିଲ୍ଲୀ,୨୨।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ମଙ୍ଗଳବାର ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୨୬ ଜଣ ପର୍ଯ୍ୟଟକ ନିହତ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି।...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image