୬ ଗ୍ରାମ୍‌ ବ୍ରାଉନସୁଗାର ଜବତ

ଢେଙ୍କାନାଳ ଅଫିସ,୨୯।୩: ଢେଙ୍କାନାଳ ସହରସ୍ଥିତ କାଞ୍ଚନ ବଜାରରେ ଅବକାରୀ ବିଭାଗ ଚଢ଼ାଉକରି ୬ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି। ଧଳାଜହର ନିଶା କାରବାରରେ ସମ୍ପୃକ୍ତ ଅଭିଯୋଗରେ ଅନନ୍ତ କୁମାର ସାହୁ ଓରଫ ଅନୁ(୪୮) ଗିରଫ ହୋଇଛନ୍ତି। ତାଙ୍କଠାରୁ ୩ ହଜାର ୫୦୦ ଟଙ୍କା ଜବତ କରାଯାଇଛି। ସହରରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ଏଥିରେ ବିଧିବଦ୍ଧ ଭାବେ ଏକ ର଼୍ୟାକେଟ କାମ କରୁଥିବା ସୁରାକ୍‌ ପୋଲିସକୁ ଦୀର୍ଘଦିନରୁ ମିଳିଥିଲା। କାଞ୍ଚନ ବଜାର ଅଞ୍ଚଳରେ ଜଣେ ବ୍ୟକ୍ତି ବ୍ରାଉନସୁଗାର କାରବାର କରୁଥିବା ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ସୂଚନା ମିଳିଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ଅବକାରୀ ଅଧୀକ୍ଷକ ମନୋଜ ସେଠୀଙ୍କ ନେତୃତ୍ୱରେ ଅବକାରୀ ବିଭାଗର ଏକ ଟିମ୍‌ ଚଢ଼ାଉ କରିଥିଲା। ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ନୃଶଂସ ଭାବରେ ହତ୍ୟା କଲେ ଦୁଇ ଭାଇ

ଥୁଆମୂଳ ରାମପୁର,୨୦/୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଟେଭାକଲମ ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ବିବାହିତ ଯୁବକ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର ୨୦।୧୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ଖିଲାର ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ସକାଳୁ ବିଜୁ...

ପଦଚ୍ୟୁତ ହେଲେ ବାଲସି ସରପଞ୍ଚ: ନାଏବ ସରପଞ୍ଚ ତୁଲାଇବେ ସରପଞ୍ଚଙ୍କ ଦାୟିତ୍ୱ

କେସିଙ୍ଗା,୨୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଗୃହୀତ ପାଇଁ ଗତ ୨୮...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଖତ ଖାଉଛି ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୦ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଦୁଇଗୋଟି ପୁରୁଣା ସରକାରୀ ଆମ୍ବୁଲାନ୍ସ ଦୀର୍ଘବର୍ଷ ହେଲା ମେଡିକାଲ ପରିସରରେ...

ଚିଲିକାରେ ୬ଲକ୍ଷ ବିଦେଶାଗତ ପକ୍ଷୀ:ଜାନୁଆରୀ ୧୭ରେ ପକ୍ଷୀ, ୨୧ରେ ଡଲ୍‌ଫିନ ଗଣନା

ବାଲୁଗଁା,୨୦ା୧୨(ସଂଗ୍ରାମ ପାଇକରାୟ):ଶୀତର ପ୍ରକୋପ ବଢ଼ିଥିବା ବେଳେ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ମଧ୍ୟ ଆଗମନ ବଢ଼ିଛି। ଗତ ୧୮ତାରିଖ ତଥା ବୁଧବାର ସୁଦ୍ଧା ଚିଲିକାରେ ୧୦୨ ପ୍ରଜାତିର...

ଚାକିରିରୁ ବଞ୍ଚିତ ପ୍ରାର୍ଥୀଙ୍କୁ ଓପିଏସ୍‌ସି ଦେବ ୧ ଲକ୍ଷ କ୍ଷତିପୂରଣ

କଟକ,୨୦ା୧୨ (କାର୍ତ୍ତିକ ସାହୁ):ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)ର ତ୍ରୁଟି ଯୋଗୁ ୫ ବର୍ଷ ଧରି ଓଏଏସ୍‌ ଚାକିରିରୁ ବଞ୍ଚତ୍ତ ଜଣେ ଯୋଗ୍ୟ ପ୍ରାର୍ଥୀଙ୍କୁ ତାଙ୍କର ପ୍ରାପ୍ୟ...

୪ରେ ପାଟଣା ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ପାଟଣା,୨୦ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଜାନୁୟାରୀ ୪ ତାରିଖ ଅପରାହ୍ନ ୧୧ ଟା ୩୦ରେ ଅନାସ୍ଥା ଭୋଟ...

ଅନ୍‌ଲାଇନ ଠକେଇ: ଝାଡ଼ଖଣ୍ଡରୁ ଅଭିଯୁକ୍ତ ଗିରଫ

ନୂଆପଡ଼ା,୧୯ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡ଼େନ ଥାନା ଅଞ୍ଚଳରେ ଏକ ସାଇବର ଠକେଇ ଘଟଣାରେ ନୂଆପଡ଼ା ପୋଲିସ ଝାଡଖଣ୍ଡରୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri