ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ

ଭୁବନେଶ୍ୱର,୬।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share