୬ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୨୯ା୧୨(ଅନିଲଦାସ)-ରାଜ୍ୟ ସରକାର ଶୁକ୍ରବାର ୨୦୧୦ ବ୍ୟାଚ୍‌ର ୬ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ସେମାନେ ହେଲେ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା, ମିତ୍ରଭାନୁ ମହାପାତ୍ର, ସାରା ଶର୍ମା, କନୱର ବିଶାଲ ସିଂ ଓ ଶିବା ସୁବ୍ରମଣି। ଏହି ୬ ଜଣଙ୍କ ମଧ୍ୟରୁ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା ଓ ଶିବା ସୁବ୍ରମଣି ଏବେ କେନ୍ଦ୍ରୀୟ ଡେପୁଟେଶନରେ ଅଛନ୍ତି।

Share