୬ ରାଜସ୍ବ କର୍ମଚାରୀ ନିଲମ୍ବିତ

ନୟାଗଡ଼ ଅଫିସ,୨୫ା୫: ନୟାଗଡ଼ ଜିଲା ରଣପୁର ତହସିଲ ମୟୂରଝାଲିଆ ବେଆଇନ ଖଣି ଖନନ ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ନୟାଗଡ଼ ଜିଲାପାଳ ରବୀନ୍ଦ୍ର ନାଥ ସାହୁ ଗୁରୁବାର ୬ ଜଣ ରାଜସ୍ବ ବିଭାଗର କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି। ଖଣ୍ଡପଡ଼ା ତହସିଲରେ କାର୍ଯ୍ୟରତ ସେକ୍ସନ ଅଫିସର ଏମ୍‌ଡି ସୁଲତାନ ହକ୍‌ଙ୍କୁ ନିଲମ୍ବନ କରାଯାଇଥିବା ବେଳେ ରଣପୁର ତହସିଲର ଆରଆଇ ପ୍ରଶାନ୍ତ କୁମାର ନାୟକ, ପ୍ରଶାନ୍ତ କୁମାର ପ୍ରଧାନ, ଭାପୁର ତହସିଲରେ କାର୍ଯ୍ୟରତ କନିଷ୍ଠ ରାଜସ୍ବ ସହାୟକ ଅରୁଣ କୁମାର ସେଠୀଙ୍କୁ ନିଲମ୍ବନ କରାଯାଇଛି। ସେହିପରି ରଣପୁର ତହସିଲର ରାଜସ୍ବ ସୁପର ଭାଇଜର ପ୍ରମୋଦ କୁମାର ବେହେରା ଓ ସେକ୍ସନ ଅଫିସର ଚନ୍ଦ୍ରଶେଖର ନନ୍ଦଙ୍କୁ ଅନୁରୂପ ଭାବେ ନିଲମ୍ବନ କରାଯାଇଛି। ଏନ୍‌ଜିଟି ନିର୍ଦ୍ଦେଶରେ ଏମାନଙ୍କ ନାମରେ ଚାନ୍ଦପୁର ଥାନାରେ ଫୌଜଦାରି ମାମଲା ରୁଜୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଥରାଇବ ଜାଡ, ୨୦ ଡିଗ୍ରୀ ତଳେ ୩୦ ସହର

ଭୁବନେଶ୍ୱର,୧୭ା୧୧(ଅନୁରାଧା ମହାରଣା): ଗତ ୨ଦିନ ହେବ ପାରଦ ତଳମୁହଁା ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଶନିବାର ପାରଳାଖେମୁଣ୍ଡିରେ...

ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ ନାହିଁ: ଜିଲାପାଳ

ଭଦ୍ରକ,୧୭।୧୧(ସନାତନ ରାଉତ): ଡିଜିଟାଲ ଯୁଗରେ ମଧ୍ୟ ପୁସ୍ତକର ବିକଳ୍ପ କିଛି ନାହିଁ ବୋଲି ଭଦ୍ରକ ଜିଲାପାଳ ଦିଲୀପ ରାଉତରାଏ କହିଛନ୍ତି। ଭଦ୍ରକ ସହର ମନମୋହନ ସଙ୍ଗୀତ...

ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌

ରାୟଗଡ଼ା,୧୭।୨୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ଶନିବାର ସନ୍ଧ୍ୟାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌ ଘଟି ଅଶାନ୍ତ ହୋଇଛି। ଏଭଳିକି ଥାନା ସମ୍ମୁଖରେ ଦୁଇ ଗୋଷ୍ଠୀ...

ଭାରତୀୟ ବିଶ୍ୱବିଦ୍ୟାଳୟରେ ୭୧% ନାମଲେଖାରୁ ବଞ୍ଚିତ

ହାଇଦ୍ରାବାଦ/ଭୁବନେଶ୍ୱର(ବନ୍ଦନା ସେଠୀ),୧୭ା୧୧: ଦେଶର ବିଶ୍ୱବିଦ୍ୟାଳୟଗୁଡ଼ିକରେ ମାତ୍ର ୨୯% ଛାତ୍ରୀଛାତ୍ର ନାମ ଲେଖାଇପାରୁଛନ୍ତି। ଅବଶିଷ୍ଟ ୭୧% ଛାତ୍ରୀଛାତ୍ର ଭାରତୀୟ ୟୁନିଭର୍ସିଟିରେ ପାଠପଢ଼ାର ସୁଯୋଗ ପାଉନାହାନ୍ତି ବୋଲି ନୀତି...

ପୁଞ୍ଜିନିବେଶକାରୀଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା: ମୋହନ

ଭୁବନେଶ୍ୱର,୧୭ା୧୧(ଅନିଲ ଦାସ): ବିଦେଶରୁ ଓଡ଼ିଶାକୁ ଆସିବ ନିବେଶ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁରରେ ଶିଳ୍ପ ଜଗତର ଶୀର୍ଷ ନେତୃତ୍ୱଙ୍କୁ ଭେଟି ଓଡ଼ିଶାକୁ ନିମନ୍ତ୍ରଣ ଦେବେ।...

ଦାଣ୍ଡ ମଝିରେ ଯୁବକଙ୍କୁ ଗୁଳି, କାନ୍ଧରେ ବାଜି…

ନବରଙ୍ଗପୁର/ଝରିଗାଁ,୧୬ା୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ ଅଧୀନ ବାସୁଦେବଗୁଡ଼ା ଗାଁର ଡମନା ଭତରା(୩୦)ଙ୍କୁ ସେହିଗାଁର କପୁର ଭତରା ଦେଶୀ ବନ୍ଧୁକରେ ଗୁଳି...

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ...

୪ ବର୍ଷ ପରେ ଆସିଲା ରାୟ: ଦୋଷୀଙ୍କୁ ମିଳିଲା ୧୦ ବର୍ଷ ଜେଲ୍‌ଦଣ୍ଡ

ରାଉରକେଲା,୧୬।୧୧(ସଙ୍ଗୀତା ଜେନା): ୨୦୨୧ ଡିସେମ୍ବର ୨୧ତାରିଖରେ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ସେକ୍ଟର-୨୧ ସ’ ମିଲ୍‌ ଛକରେ ୨ଜଣ ଯୁବତୀଙ୍କୁ ଅଶାଳୀନ ଭାଷାରେ କମେଣ୍ଟମରାକୁ ବିରୋଧ କରିବାରୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri