ରାଜ୍ୟରୁ ଚିହ୍ନଟ ହେଲେ ୬୩ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୨୬ ଜଣ ଲୋକାଲ କେସ୍‌ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱରରୁ ୨ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୧୨ଜଣ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୨ଜଣ, ଯାଜପୁରରୁ ଜଣେ, କଳାହାଣ୍ଡିରୁ ୨ଜଣ, ଖୋର୍ଦ୍ଧାରୁ ୧୧ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ୩ଜଣ, ନବରଙ୍ଗପୁରରୁ ୩ଜଣ, ପୁରୀରୁ ୪ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨ଜଣ, ସୁନ୍ଦରଗଡ଼ରୁ ୧୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା...

ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ...

ମଧ୍ୟାହ୍ନଭୋଜନକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ମଧ୍ୟାହ୍ନଭୋଜନରେ ପ୍ରତି ବିଦ୍ୟାର୍ଥୀଙ୍କ ପିଛା ୧ ଟଙ୍କା ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନର ବଜାର ଦରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ...

ଶିଶୁଦିବସ ପାଳନ ବେଳେ ଅଘଟଣ: ବକ୍ତବ୍ୟ ଦେଉଥିବା ବେଳେ ପ୍ରଧାନ ଶିକ୍ଷକଙ୍କ ସହ ଘଟିଲା ଏମିତି…

କଣ୍ଟାବାଞ୍ଜି,୧୪ା୧୧(ଗୁରୁଦୟାଲ ହଂସ): ବଲାଙ୍ଗୀର ଜିଲା ଉପାନ୍ତ ତୁରେକେଲା  ଥାନା କୁଇବାହାଲ ଗ୍ରାମର ପଲ୍ଲୀ ବିକାଶ ପଞ୍ଚାୟତ ହାଇସ୍କୁଲରେ  ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶିଶୁଦିବସ...

ସରକାରୀ ନିୟମ ଅନୁଯାୟୀ ଧାନ ସଂଗ୍ରହ କରନ୍ତୁ, ନହେଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪।୧୧: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବର ସ୍ଥିତ ସମବାୟ ଭବନ ପରିସରରେ ୭୧ ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନର...

ତିନିବର୍ଷ ପାଇଁ ଘୋଷଣା ହେଲା ରାଜ୍ୟ ଚଳଚିତ୍ର ପୁରସ୍କାର: ବାଜି ମାରିନେନେଲା ଏହି ଚାରି ସିନେମା

ଭୁବନେଶ୍ୱର,୧୪।୧୧: ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରର ବିଜେତାମାନଙ୍କ ନାମ ଘୋଷଣା କରାଯାଇଛି। ଏକାସାଙ୍ଗରେ ତିନି ବର୍ଷ ପାଇଁ ପୁରସ୍କାର...

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର: ଏହି ଅଭିନେତା ଶ୍ରେଷ୍ଠ ନାୟକ

ଭୁବନେଶ୍ୱର,୧୪।୧୧: ୨୦୨୦, ୨୧ ଏବଂ ୨୨ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି। ୨୦ରେ ରଘୁ ସର୍ଦ୍ଦାର, ୨୧ରେ ପ୍ରତୀକ୍ଷା ଓ ଡାଲଚିନି ,...

ସାଇକେଲରେ ଯାଉଥିଲେ ଦମ୍ପତି: ଧକ୍କାଦେଇ ଘୋଷାଡ଼ି ନେଲା ଟ୍ରକ୍‌

ଭଦ୍ରକ,୧୪।୧୧: ଭଦ୍ରକ ଜିଲା ଧାମରା-ଜାମୁଝାଡ଼ି ରାସ୍ତାର ବେତଡ଼ା ମାକେର୍ଟ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri