ଭୁବନେଶ୍ୱରରୁ ଆଉ ୬୪ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୨।୭(ବ୍ୟୁରୋ)-ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେହିପରି ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

Share