ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୬,୧୭୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଏବଂ ପୁରୀରୁ ୯ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି କଟକରୁ ୫ ଏବଂ ସମ୍ବଲପୁରରୁ ୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ବାଲେଶ୍ୱର, ବଲାଙ୍ଗୀର, ଦେବଗଡ଼, ଜଗତସିଂହପୁର, ଯାଜପୁର ଏବଂ କଳାହାଣ୍ଡିରୁ ୨ ଜଣ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।, ବରଗଡ଼, ମୟୂରଭଞ୍ଜ ଏବଂ ନବରଙ୍ଗପୁରରୁ ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ନବୀନ, ଓଡ଼ିଶାରେ ଚହଳ, ଆଗକୁ ହେବ କି ବଡ଼ ଡିଲ୍‌!

ଭୁବନେଶ୍ୱର,୧୪।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଏବେ ଚର୍ଚ୍ଚା ଜୋର। କୁହାଯାଉଛି କି ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ ଢଳୁଛନ୍ତି। ଆସନ୍ତା ୨୨...

ବାହାହୋଇ ଫଶିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ

ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି):  ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ...

ବ୍ରହ୍ମପୁର ବିଶବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ହ୍ୟାଣ୍ଡବଲ ପୁରୁଷ ଦଳ ଭୁବନେଶ୍ୱର ଗସ୍ତ

ବ୍ରହ୍ମପୁର, ୧୪।୩ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଶୁକ୍ରବାର ସାରେ ପୁରୁଷ ହ୍ୟାଣ୍ଡବଲ ଦଳ ଭୁବନେଶ୍ୱର ଗସ୍ତ କରିଛନ୍ତିl ଭୁବନେଶ୍ବର...

Blood Moon: ବଦଳିଯିବ ଜହ୍ନର ରଙ୍ଗ, ରାତି ଆକାଶରେ ହୋଇଯିବ ଗାଢ ଲାଲ୍‌

ବଦଳିଯିବ ଜହ୍ନର ରଙ୍ଗ। ଦେଖାଯିବ ଗାଢ ଲାଲ୍‌। ମାର୍ଚ୍ଚ ୧୪ ତାରିଖ ଅର୍ଥାତ୍‌ ହୋଲି ଦିନରେ ଆକାଶରେ ଦେଖି ପାରିବେ ବ୍ଲଡ ମୁନ । ଏପରି...

ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ସୁନା ବେଶ, ଦୋଳବେଦୀରେ ଦୋଳ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପୁରୀ,୧୪।୩(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଫାଲୁଗନ ମାସ ପୂର୍ଣ୍ଣିମା ତଥା ଦୋଳ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ସମ୍ପନ୍ନ...

VSSUT ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ଜାରି କଲେ କର୍ତ୍ତୃପକ୍ଷ

ସମ୍ବଲପୁର,୧୪।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ପ୍ରିୟାଂଶୁ ପ୍ରକାଶ ବେହେରା(୧୯) ଗୁରୁବାର ହୀରାକୁଦ ଡ୍ୟାମର ପାୱାର...

ବିସ୍ଫୋରକ ବୟାନଦେଲେ ତାରା, ଆଣ୍ଠେଇ ଆଣ୍ଠେଇକି…

ଭୁବନେଶ୍ୱର,୧୪।୩: ‘ମହିଳା ସୁରକ୍ଷା ମୋ ଡିମାଣ୍ଡ’, ଏତିକି ଖାଲି କରିଦିଅନ୍ତୁ ଭୁଲ କଣ ମାଗିବି? ମୋତେ ଆଣ୍ଠା କହିଲେ ଆଣ୍ଠେଇବି। ଯଦି କହିବେ ମୋ କ୍ୱାର୍ଟର୍ସରୁ...

ଦୋଳପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ,୧୪ା୩: ଶୁକ୍ରବାର ଦୋଳ ବେଦିରେ ଦୋଳପୂର୍ଣ୍ଣିମା ନୀତି ସହ ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେଉଛି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image