ରାଜଧାନୀରେ ଆଜି ଚିହ୍ନଟ ହେଲେ ୬୯ ନୂଆ ଆକ୍ରାନ୍ତ: ୫୩ ଲୋକାଲ କେସ୍‌

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ୬୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୬ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୫୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୯୬୫କୁ ବୃଦ୍ଧି ପାଇଥିବା ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share