୭ ମାଓବାଦୀ ବଙ୍କର ଠାବ

ରାଉରକେଲା,୨୯।୨(ସଙ୍ଗୀତା ଜେନା): ସୀମାନ୍ତ ଟୋଣ୍ଟୋ ଥାନା ବନଗ୍ରାମ ଜିମକି ଇକ୍ରୀ ନିକଟସ୍ଥ ଜଙ୍ଗଲ ଅଞ୍ଚଳରେ ଗୁରୁବାର ୭ଟି ମାଓବାଦୀ ବଙ୍କର ଠାବ କରାଯାଇଛି। ଏଥିରେ ପ୍ରାୟ ୭୦ରୁ ୮୦ ଜଣ ରହିବା ବ୍ୟବସ୍ଥା ରହିଛି। ଉକ୍ତ ବଙ୍କରରୁ ମାଓବାଦୀ ପୋଷାକ, ଫୁଲ ପ୍ରେଶର ଆଇଇଡ଼ି ମେକାନିଜିମ୍‌, କେନ୍‌ ବମ୍‌, ସିରିଞ୍ଜ ଆଇଇଡ଼ି, କମାଣ୍ଡ ଆଇଇଡ଼ି ସୁଇଚ୍‌, ବ୍ୟାପକ ବିସ୍ଫୋରକ, ଦୈନନ୍ଦିନ ବ୍ୟବହାର ସାମଗ୍ରୀ ଏବଂ ଖାଦ୍ୟ ପାନୀୟ ଜବତ କରାଯାଇଥିଲା।

ଘଟଣାସ୍ଥଳରେ ବମ୍‌ ସ୍କ୍ବାଡ୍‌ ପହଞ୍ଚି ଯାଞ୍ଚ କରିବା ପରେ ଜବତ ସାମଗ୍ରୀଗୁଡିକୁ ନଷ୍ଟ କରାଯାଇଥିଲା। ସୂଚନାଯୋଗ୍ୟ, ସୀମାନ୍ତ ଗୋଇଲକେରା ଥାନା ଅଧୀନ କୁଇଡ଼ା, ମାରାଦିରି, ମେରାଲଗଢ଼, ହାତୀବୁରୁ, ତିଲାୟାଗଢ଼ା ସମେତ ଅନ୍ୟ ସ୍ଥାନଗୁଡ଼ିକରେ ସର୍ଚ୍ଚ ଅପରେଶନ ବେଳେ ସୁରକ୍ଷାବଳ ଉକ୍ତ ବଙ୍କର ଦେଖିବାକୁ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତ ଅଞ୍ଚଳରେ ଓଡ଼ିଶା-ଆନ୍ଧ୍ର ଅବକାରୀ ବିଭାଗର ବଡ଼ ଧରଣର ଚଢ଼ାଉ

ପାରଳାଖେମୁଣ୍ଡି,୨୬ା୪(ଗିରିଧାରୀ ପରିଛା): ଗଜପତି ଓ ଶ୍ରୀକାକୁଲମ୍‌ ଜିଲାର ଉପାନ୍ତ ଅଞ୍ଚଳରେ ଦିନକୁ ଦିନ ଦେଶୀ ଚୋରାମଦ କାରବାର ବଢ଼ି ଚାଲିଥିବାରୁ ଏଥିରେ ରୋକ ଲଗାଇବାକୁ ଓଡ଼ିଶା...

ଇଞ୍ଜିନିୟରଙ୍କ ସନ୍ଦେହଜନକ ମୃତ୍ୟୁ: ଭଉଣୀ ଘରକୁ ଯାଇ ରାତିରେ …

ଦିଗପହଣ୍ଡି,୨୬।୪(ଅଶେଷନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କଇଠଡ଼ା ପଞ୍ଚାୟତ ଗୁଣ୍ଠପଡ଼ା ଗ୍ରାମର ଇଂ. ଏ ଏଣ୍ଡୁପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ଦିଗପହଣ୍ଡି ପୋଲିସ ବ୍ରହ୍ମପୁର...

ଖଣି ଖନନ ଯୋଜନା ବିରୋଧରେ ବିଜାଲି ଗ୍ରାମରେ ପ୍ରତିବାଦ ସଭା: ଜିଲା ପ୍ରଶାସନ, ବ୍ଲକ ପ୍ରଶାସନକୁ ଟାର୍ଗେଟ୍‌

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ଆମକୁ ଖଣି ନୁହଁ ଜଳ, ଜଙ୍ଗଲ ଓ ପରିବେଶ ଦରକାର, ଆମ ପାଇଁ ଜୀବନ ଓ ଜୀବିକା ମୂଲ୍ୟବାନ। ଏଠି ଖଣି...

ଭାରତ ଛାଡ଼ି କାହିଁକି ଲଣ୍ଡନ ଗଲେ ବିରାଟ-ଅନୁଷ୍କା? ମାଧୁରୀଙ୍କ ସ୍ବାମୀ ଖୋଲିଦେଲେ ଗୁମର

ନୂଆଦିଲ୍ଲୀ,୨୬।୪: ଲଣ୍ଡନ ଚାଲିଯିବେ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ବିରାଟ କୋହଲି। ଗତ ବର୍ଷେ ମଧ୍ୟରେ ଅନେକ ଥର ଦୁହିଁଙ୍କୁ ଲଣ୍ଡନରେ ଦେଖାଯିବା ପରେ କିଛି...

କାଳବୈଶାଖୀ ପ୍ରଭାବ: ଘରଉପରେ ପଡ଼ିଲା ଗଛ

ରାଇକିଆ,୨୪।୪:(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ଅପରାହ୍ନରେ କାଳବୈଶାଖୀ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ କ୍ଷୟକ୍ଷତି ଘଟିଛି । ପ୍ରବଳ ବେଗରେ ପବନ ବହିବା...

Kashmir Pahalgam Terrorists Attack Update: ପହଲଗାମ ପରେ କଶ୍ମୀରରେ ହୋଇପାରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ!

ନୂଆଦିଲ୍ଲୀ,୨୬।୪: ପହଲଗାମର ବୈସାରନ ଉପତ୍ୟକାରେ ନିରୀହ ପର୍ଯ୍ୟଟକଙ୍କ ହତ୍ୟା ପରେ ମଧ୍ୟ ପାକିସ୍ତାନ ନିରନ୍ତର ଘୃଣ୍ୟ କାର୍ଯ୍ୟକଳାପ ଚଳାଇଛି। ୨୫ ଏବଂ ୨୬ ତାରିଖ ରାତିରେ,...

ଜୁନିୟର ବକ୍ସିଂ ଚାମ୍ପିୟନଶିପ୍‌: ୪୩ ପଦକ ପକ୍କା କଲା ଭାରତ

ଅମାନ(ଜୋର୍ଡାନ),୨୬ା୪: ଜୋର୍ଡାନରେ ଚାଲିଥିବା ୧୫ ବର୍ଷରୁ କମ୍‌ ଏବଂ ୧୭ ବର୍ଷରୁ କମ୍‌ ଉଦ୍‌ଘାଟନୀ ଏସିଆନ ଜୁନିୟମର ବକ୍ସିଂ ଚାମ୍ପୟନଶିପ୍‌ରେ ଭାରତର ଆଉ ୪ଜଣ ବକ୍ସର...

କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ଦାବିପତ୍ର

କେସିଙ୍ଗା,୨୬ା୪(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ୱାର୍ଡରେ ଏନ୍‌ଏସି ପକ୍ଷରୁ କଲ୍ୟାଣ ମଣ୍ଡପ ନିର୍ମାଣ କରାଯାଇଛି। କିନ୍ତୁ ୱାର୍ଡ ନଂ.୧୧ରେ କଲ୍ୟାଣ ମଣ୍ଡପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image