ନିରାକାରପୁରରେ ୭୬ତମ ସାଧାରଣତନ୍ତ୍ର ଦିବସ

ନିରାକାରପୁର,୨୬ା୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ତଥା ଏହାର ଆଖ ପାଖ ଅଞ୍ଚଳରେ ୭୬ତମ ଜିଲାସ୍ତରୀୟ ଗଣତନ୍ତ୍ର ଦିବସ ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସ୍ଥାନୀୟ ଅଞ୍ଚଳରେ ଥିବା ବିଭିନ୍ନ ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ, ରେଳବାଇ ଷ୍ଟେଶନ, ବିଭିନ୍ନ ଅନୁଷ୍ଠାନ ସମେତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ସମେତ ନିରାକାରପୁର ବଣିକ ସଂଘ ପକ୍ଷରୁ ଏହି ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସଂଘର ବର୍ଷିୟାନ ବ୍ୟବସାୟୀ କେଶବ ଚନ୍ଦ୍ର ରାଉତରାୟ ପତାକା ଉତ୍ତୋଳନ କରି ଗଣତନ୍ତ୍ର ଦିବସ ଉପରେ ଉପସ୍ଥିତ ବେସାୟୀମାନଙ୍କୁ ତାଙ୍କର ବକ୍ତବ୍ୟରେ ମତବ୍ୟକ୍ତ କରିଥିଲେ। ସଂଘ ସଭାପତି ଆର୍ତ୍ତତ୍ରାଣ ରାଉତରାୟ, ସମ୍ପାଦକ ବିପିନ କୁମାର ରାଉତରାୟ, ଜୟରାମ ସାହୁ, ମୁକ୍ତିକାନ୍ତ ସାହୁ ଓ ଅନ୍ୟନ୍ୟା ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀମାନେ ଉପସ୍ଥିତ ରହି ସଂଘ କାର୍ଯ୍ୟାଳୟଠାରେ ପତାକା ଉତ୍ତୋଳନ କାର୍ଯ୍ୟରେ ସାହାଯ୍ୟ କରିଥିଲେ। ଏହି ଉପଲକ୍ଷେ ସଂଘ ପକ୍ଷରୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାଲିସ ଏନକାଉଣ୍ଟରରେ ଗଡ଼ିଲା ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ : ୧୩ ଲକ୍ଷର ଥିଲା

ମାଲକାନଗିରି,୧୬।୪(ଦୁର୍ଯ୍ୟୋଧନ ପାତ୍ର): ପୁଣି ପୋଲିସ ଏନକାଉଣ୍ଟରରେ ଦୁଇ ଟପ୍‌ କ୍ୟାଡର ମାଓବାଦୀଙ୍କ ମୁଣ୍ଡ ଗଡ଼ିଛି। ଛତିଶଗଡ଼ର କୋଣ୍ଡାଗାଓଁ ଜିଲାର କିଲମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

ଅତିରିକ୍ତ ଜିଲାପାଳଙ୍କ ଘରକୁ ପୁଣି ପସୁଥିଲେ ଚୋର, ପରେ ଯାହାହେଲା…

ରାୟଗଡା,୧୬।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଅତିରିକ୍ତ ଜିଲାପାଳ ନିହାର ରଞ୍ଜନ କହଁରଙ୍କ ସରକାରୀ ବାସଭବନରୁ ମଙ୍ଗଳବାର ଦିନ ଦ୍ବିପହରରେ ଦୁବୃର୍ତ୍ତ ମାନେ ଚୋରି ପାଇଁ ଉଦ୍ୟମ...

ଦାବି ପୂରଣ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୬।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ଠାରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା...

ହାତ ଧରାଧରି ହୋଇ ଆରପାରିକୁ ଚାଲିଗଲେ ଦୁଇ ଭଉଣୀ

ବସ୍ତା, ୧୬।୪(ହରିଶଙ୍କର ପାଢ଼ି): ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ ଗାନ୍ଧୀ ଛକ ନିକଟରେ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଏକ ଦୁଃଖଦ ଘଟଣା ଘଟିଛି।...

ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…

ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି...

କୋଇଲା ବୋଝେଇ ଟ୍ରେନ୍‌ରେ ଲାଗିଲା ନିଆଁ

ସୋର,୧୬।୪: ବାଲେଶ୍ୱର ଜିଲା ସୋର ନିକଟରେ ଏକ କୋଇଲା ବୋଝେଇ ଟ୍ରେଟ୍‌ରେ ଅଗ୍ନିକାଣ୍ଡ ଘଟିଛି। ସୋର ଷ୍ଟେସନ ନିକଟରେ ୨ଟି ବଗିରେ ନିଆଁ ଲଗିଥିବା ଦେଖିବାକୁ...

ଡାକ୍ତରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ଲକ୍ଷାଧିକ ଟଙ୍କା ଜବତ

ଭବାନୀପାଟଣା,୧୬।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ସ୍ତ୍ରୀ ଓ ପ୍ରସୂତି(ଗାଇନିକ) ବିଭାଗର ଡାକ୍ତର ତପନ କୁମାର ତ୍ରିପାଠୀଙ୍କ ଘରେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image