ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୨୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୨ ଏବଂ ସମ୍ବଲପୁରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୧।

Share