୮ ଫୁଟ କମ୍ବ ର ଅଜଗର ଉଦ୍ଧାର: ଗ୍ରାମବାସୀ ଭୟଭୀତ

ପାଟଣା,୧୯।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ମାଛଗଡ଼ ବିଟ ଫୁଲପାହାଡ଼ି ଗ୍ରାମପଡ଼ିଆରୁ ବୁଧବାର ସକାଳୁ ୮ ଫୁଟ ଲମ୍ବର ଏକ ଅଜଗର ଉଦ୍ଧାର ହୋଇଛି। ପରେ ବନ ବିଭାଗ ପୁରୁଣିଆ ସଂରକ୍ଷିତ ଜଙ୍ଗଲରେ ତାକୁ ଛାଡିଦେଇଛି। ସୂଚନା ଅନୁଯାୟୀ ବୁଧବାର ସକାଳୁ ଏକ ଅଜଗର ସାପକୁ ଗାଁ ନିକଟ ପଡ଼ିଆରେ ଦେଖି ଗ୍ରାମବାସୀ ଭୟଭୀତ ହୋଇଥିଲେ ପରେ ବନ ବିଭାଗକୁ ଖବର ଦେବା ପରେ ଘଟଣାସ୍ଥଳରେ ସାହାରପଡା ଫରେଷ୍ଟର ମୋହିନୀ ମହାନ୍ତ ଓ ସ୍ନେକ ହେଲ୍ପଲାଇନ ଗ୍ରାମରେ ପହଞ୍ଚି ସାପଟିକୁ ସୁରକ୍ଷିତ ଭାବରେ ଉଦ୍ଧାର କରଥିଲେ। ପରେ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଛାଡିଥିବା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦକା ଗଲା ଛୁଆହାତୀ, ଭାବବିହ୍ବଳ ହେଲେ ବନ କର୍ମଚାରୀ

କେନ୍ଦୁଝର,୨୩ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ମେଗାନର୍ସରୀରେ ରଖାଯାଇଥିବା ୩ମାସର ଛୁଆହାତୀକୁ ବନ ବିଭାଗର ‘ରକ୍ଷକ’ ଯାନରେ ଶନିବାର ଚନ୍ଦକା ସ୍ଥାନାନ୍ତର...

କୋଠରିରେ ତାଲା ପକାଇ ସ୍ବାମୀଙ୍କୁ ରଖିଥିଲେ ସ୍ତ୍ରୀ: ଆଠ ଦିନପରେ ହେଲେ ଉଦ୍ଧାର

ମୋହନା,୨୩ା୧୧(ମନ୍ନମଥ ମିଶ୍ର): ସ୍ବାମୀଙ୍କୁ ୮ ଦିନ ଏକ କୋଠରିରେ ତାଲା ପକାଇ ରଖିଥିଲେ ସ୍ତ୍ରୀ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ଗାଁ ରାସ୍ତାରେ ବାଘ ପାଦ ଚିହ୍ନ: ଭୟଭୀତ ଗ୍ରାମବାସୀ

ମୋହନା,୨୩ା୧୧(ମନ୍ମଥ ମିଶ୍ର): ପୁଣି ବାଘ ଆତଙ୍କ। ଘାଟି ନିକଟ ଗାଁ ରାସ୍ତାରେ ବାଘ ପାଦ ଚିହ୍ନ ଦେଖି ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ଗଜପତି ଜିଲା ମୋହନା...

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ...

ଆଇଜି ପାର୍କକୁ ଆସିଲେ ୨ ଚିତା ବାଘ

ରାଉରକେଲା,୨୩।୧୧(ବିପ୍ଳବ ରଞ୍ଜନ ଦାସ): ଆର୍‌ଏସ୍‌ପିର ଇନ୍ଦିରା ଗାନ୍ଧୀ ପାର୍କ ପ୍ରାଣୀ ଉଦ୍ୟାନକୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ଚିତାବାଘ ଆସିଛନ୍ତି। ଗତ ୨୧ତାରିଖରେ କେନ୍ଦ୍ରୀୟ...

ଗଞ୍ଜେଇ ସହ କାର୍‌ ଜବତ: ୨ ଗିରଫ

ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍‌ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ,...

ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଆକ୍ରମଣ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍‌ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri