ପଞ୍ଚାୟତକୁ ଆସିଥିଲା ୮୦ ଲକ୍ଷ ଟଙ୍କା, ଖର୍ଚ୍ଚ କରିପାରିଲେନି ସରପଞ୍ଚ

ଜଳେଶ୍ୱର,୧୧।୮(ଡି.ଏନ.ଏ.): ପଞ୍ଚାୟତରେ ପିଇବାପାଣି, ସ୍ବଚ୍ଛତା, ଆଲୋକୀକରଣ, ରାସ୍ତା ନିର୍ମାଣ ଭଳି ଉନ୍ନତି ମୂଳକ କାର୍ଯ୍ୟ ଲାଗି ଆସିଥିଲା ୮୦,୭୪,୭୯୪ ଟଙ୍କା। କିନ୍ତୁ ଏହାକୁ ଖର୍ଚ୍ଚ କରିପାରିଲେ ନାହିଁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ମାକିଡିଆ ପଞ୍ଚାୟତ ସରପଞ୍ଚ ବଳରାମ ବର୍ଷାଳ। ଏଥିଯୋଗୁ ତାଙ୍କୁ ସସ୍‌ପେଣ୍ଡ କରାଯାଇଛି। ପଞ୍ଚାୟତ ଆଇନର ୧୯୬୪ ଧାରା ୧୯ ଅନୁଯାୟୀ ଜିଲା ପଞ୍ଚାୟତ ଅଫିସ୍‌(ଚିଠି ନଂ. ୧୩୫୧)ରେ ଏହି ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କ ପ୍ରାପ୍ୟ ତୃତୀୟ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଯାଉଛି, ପ୍ରଶାସନ ଚୁପ୍‌

ଦାରିଙ୍ଗବାଡ଼ି,୧୩ା୧୧(ଅରୁଣ ସାହୁ): ସବୁ କଚ୍ଚା ଘରକୁ ସରକାର ପକ୍କା କରିବେ। ଏଥିପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଇ ଦେଉଛନ୍ତି। ହେଲେ ଏଥିରେ ସରକାରୀ କର୍ମଚାରୀମାନେ...

ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଦାୟିତ୍ୱ ନେବେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା, ପୂର୍ବତନ ଅଧ୍ୟକ୍ଷାଙ୍କ…

ପୁରୁଷୋତ୍ତମପୁର,୧୩ା୧୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅଧ୍ୟକ୍ଷ ଭାବରେ ଉପାଧ୍ୟକ୍ଷ କୃଷ୍ଣଚନ୍ଦ୍ର ପଣ୍ଡା ଦାୟିତ୍ୱ ନେବେ ବୋଲି ଜଣାପଡ଼ିଛି। ଏଥିନେଇ ନିର୍ବାହୀ ଅଧିକାରୀ ଗୋବିନ୍ଦ...

ପୋଲିସଙ୍କ ପାଇଁ ଆସିଲା ଖୁସିଖବର: ଏଣିକି ୭ ବର୍ଷ ପରେ…

ଭୁବନେଶ୍ୱର,୧୩।୧୧: ଆସିଲା ଏସ୍‌ଆଇଙ୍କ ପାଇଁ ଖୁସି ଖବର। ଏଣିକି ୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର। ପଦୋନ୍ନତିକୁ ୧୦ ବର୍ଷ ସ୍ଥାନରେ ୭...

ରେଳଯାତ୍ରୀଙ୍କ ଜୀବନ ବଞ୍ଚାଇବା ପାଇଁ ସମୟୋଚିତ ପଦକ୍ଷେପ

ବଲାଙ୍ଗୀର,୧୩ା୧୧(ସୁନିଲ କୁମାର ମହାନ୍ତି): ପୂର୍ବତଟ ରେଳପଥ ସମ୍ବଲପୁର ରେଳମଣ୍ଡଳ ପକ୍ଷରୁ ବୁଧବାର ବଲାଙ୍ଗୀର ରେଳ ଷ୍ଟେଶନଠାରେ ପୂର୍ଣ୍ଣାଙ୍ଗ ମିଳିତ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜନ କରାଯାଇଥିଲା।...

ରାଧାକୃଷ୍ଣ ମନ୍ଦିର ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

ହିଞ୍ଜିଳିକାଟୁ, ୧୩/୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାରେ ବିଭିନ୍ନ ମନ୍ଦିର ହୁଣ୍ଡି ଓ ସମ୍ପତ୍ତି ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମଙ୍ଗଳବାର ରାତିରେ ହିଞ୍ଜିଳିକାଟୁ ଘୋଡାହାଡ...

ଚାଷଜମିରେ ବଡ଼ଭାଇଙ୍କ ଜୀବନ ନେଇଗଲେ ସାନଭାଇ, ପଛେ ପଛେ ଭାଉଜ ବି…

ଆସିକା,୧୩।୧୧: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳୀ ପଞ୍ଚାୟତର ସମେଇଗୁଡ଼ା ଗ୍ରାମରେ ବୁଧବାର ସକାଳ ପ୍ରାୟ ୯ ଘଣ୍ଟା ସମୟରେ ସେହି ଗ୍ରାମର ରାଜୁ...

ଭୋକିଲା ଚୋର: ଚୋରି କରିବାକୁ ଆସି ଖାଇଗଲେ ରାବିଡି-ଲସି, ଲୁଟିନେଲେ ଅମୁଲକୁଲ୍‌

ପାଟଣା,୧୩।୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ମଙ୍ଗଳବାର ବିଳମ୍ବିତ ରାତିରେ ୩ଟି ଦୋକାନରୁ ତାଲା ଭାଙ୍ଗି ଦୁର୍ବୃତ୍ତ ଚୋରି କରି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri