ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ରାଜ୍ୟରୁ ଆଉ ୮୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୬,୯୧୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୯୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୧୧୯ ଏବଂ ସୁନ୍ଦରଗଡ଼ରୁ ୮୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ପୁରୀରୁ ୩୬, ସମ୍ବଲପୁର ୩୦, ମୟୂରଭଞ୍ଜ ୨୮, ନୟାଗଡ଼ ୧୯, ନୂଆପଡ଼ା ୧୮, କେନ୍ଦ୍ରାପଡ଼ା ୧୫, ବାଲେଶ୍ୱର ୧୨, ଜଗତସିଂହପୁର ୧୨, କୋରାପୁଟ ୯, ନବରଙ୍ଗପୁର ୯, କଳାହାଣ୍ଡି ୮, ବଲାଙ୍ଗୀର ୭, ସୋନପୁର ୭, ଅନୁଗୋଳ ୩, ଭଦ୍ରକ ୩, ଗଞ୍ଜାମ ୨, ବରଗଡ଼ରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୭୧।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଉଜୁଡ଼ା ଫସଲ ଦେଖି ଆଖି ବୁଜିଲେ ଚାଷୀ

ଡେରାବିଶ,୨୬ା୧୨(ବେବର୍ତ୍ତା ଅଜୟ ଦାସ):ପୁରୀ ଜିଲା ସତ୍ୟବାଦୀ ବ୍ଲକ୍‌ ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଡୁଙ୍ଗର ଗ୍ରାମର ଜଣେ ଚାଷୀ ଉଜୁଡ଼ା ଫସଲ ଦେଖି ବିଲରେ ଟଳି ପଡିଥିଲେ।...

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି...

ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ।...

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri