ପଦ୍ମପୁର,୨୨।୫(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ସବ୍ଜେଲ୍ରେ ୮୩ଜଣ କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଜେଲ୍ରେ ମୋଟ ୧୨୫କଏଦୀଙ୍କ ସ୍ବାବ ଟେଷ୍ଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୩ଜଣଙ୍କ କରୋନା ପଜିଟିଭ୍ ବାହାରିଛି। ତେବେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେଶନ୍ରେ ରଖାଯାଇଛି। ଏନେଇ ଏସ୍ଡିଏମ୍ଓ ସୂଚନା ଦେଇଛନ୍ତି।