ଆଜି ରାଜ୍ୟରୁ ୮୪୯ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା

ଭୁବନେଶ୍ୱର,୩ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୮୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୧୦,୦୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୯୫ ଜଣ ଚିହ୍ନଟ ହୋଇଥିବା ବେଳେ ୩୫୪ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୧୭ ଏବଂ ବାଲେଶ୍ୱରରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଅନୁଗୋଳରୁ ୨୦, ବରଗଡ଼ ୩, ଭଦ୍ରକ ୧୧, ବଲାଙ୍ଗୀର ୪, ବୌଦ୍ଧ ୧, ଦେବଗଡ଼ ୮, ଢେଙ୍କାନାଳ ୨୬, ଗଜପତି ୧, ଗଞ୍ଜାମ ୧, ଜଗତସିଂହପୁର ୧୨, ଯାଜପୁର ୩୨, ଝାରସୁଗୁଡ଼ା ୪, କଳାହାଣ୍ଡି ୪, କନ୍ଧମାଳ ୧, କେନ୍ଦ୍ରାପଡ଼ା ୯, କେନ୍ଦୁଝର ୧୨, ମାଲକାନଗିରି ୧, ମୟୂରଭଞ୍ଜ ୨୧, ନବରଙ୍ଗପୁର ୪, ନୟାଗଡ଼ ୭, ନୂଆପଡ଼ା ୧, ପୁରୀ ୩୧, ରାୟଗଡ଼ା ୧୨, ସମ୍ବଲପୁର ୧୬, ସୋନପୁରରୁ ୩ ଏବଂ ସୁନ୍ଦରଗଡ଼ରୁ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭୮।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୧୦,୦୭୨ରେ ପହଞ୍ଚିଥିବା ବେଳେ ୯,୯୪,୬୩୯ଜଣ ସୁସ୍ଥ ହୋଇଛନ୍ତି। ୭୩୪୫ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪: ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ ୨...

୭ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ କଲେଜିୟମ, ଓଡ଼ିଶା ଆସିବେ ଜଷ୍ଟିସ ଦୀକ୍ଷିତ କୃଷ୍ଣ ଶ୍ରୀପାଦ 

ନୂଆଦିଲ୍ଲୀ,୨୧।୪: ଅନ୍ତର୍ଭୁକ୍ତି, ବିବିଧତା ଏବଂ ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ସାତ...

Video: ରାଜପଥରେ ଦୁଇ ମାଙ୍କଡ଼ ଗୋଷ୍ଠୀଙ୍କ ମଧ୍ୟରେ ଘମାଘୋଟ ଲଢ଼େଇ, ଲୋମଟାଙ୍କୁରା ଦୃଶ୍ୟ ଦେଖି ହେବେ କାବା

ସୋସିଆଲ ମିଡିଆରେ ଏକ ଆଶ୍ଚର୍ଯ୍ୟଜନକ ଭିଡିଓ ଅଧିକ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦୁଇଟି ମାଙ୍କଡ ଗୋଷ୍ଠୀ ରାଜପଥ ଉପରେ ଲଢ଼ୁଥିବା ଦେଖାଯାଉଛି। ଏହି ଦୃଶ୍ୟ...

ଏହି ଅଭିନେତ୍ରୀଙ୍କ ପାଇଁ ଭାଙ୍ଗିଗଲା ଶୁବମନ-ସାରା ତେନ୍ଦୁଲକରଙ୍କ ସମ୍ପର୍କ?

ମୁମ୍ବାଇ: କ୍ରିକେଟ ସହ ବଲିଉଡର ସମ୍ପର୍କ ବେଶ ପୁରୁଣା। ଏମିତିରେ କିଛି କ୍ରିକେଟର ଏମିତି ଅଛନ୍ତି ଯେଉଁମାନେ ଅଭିନେତ୍ରୀମାନଙ୍କୁ ଜୀବନସାଥୀ ଭାବେ ବାଛି ଖୁସିରେ ଦାମ୍ପତ୍ୟ...

ପୋପ୍ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ପରଲୋକ

ନୂଆଦିଲ୍ଲୀ,୨୧।୪: ରୋମାନ କ୍ୟାଥୋଲିକ ଚର୍ଚ୍ଚର ପ୍ରଥମ ଲାଟିନ ଆମେରିକୀୟ ନେତା ପୋପ୍ ଫ୍ରାନ୍ସିସ ୮୮ ବର୍ଷ ବୟସରେ ପ୍ରାଣ ତ୍ୟାଗ କରିଛନ୍ତି। ଭାଟିକାନ ସୋମବାର ଏକ...

ଶଙ୍ଖଭବନରେ ସଭାପତିଙ୍କ ହାତକୁ ପଦ୍ମଫୁଲ ବଢ଼ାଇଦେଲେ ମୁନ୍ନା, ନବୀନ ଦେଲେ ଏମିତି ପ୍ରତିକ୍ରିୟା

ଭୁବନେଶ୍ୱର,୨୧।୪: ୱକଫ୍‌ ବିଲ୍‌କୁ ନେଇ ଦଳରେ ଉଠିବା ଥିବା ଝଡ ମଧ୍ୟରେ ନବୀନ ପଟ୍ଟନାୟକ ୯ମ ଥର ବିଜୁ ଜନତା ଦଳର ସଭାପତି ନିର୍ବାଚିତ ହୋଇଛନ୍ତି।...

ଶପଥ ନେଲେ ଖେମୁଣ୍ଡି ଓକିଲ ସଂଘ କର୍ମକର୍ତ୍ତା

ଦିଗପହଣ୍ଡି,୨୧ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ ଉତ୍ସବ ସୋମବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଓକିଲ...

ରାଜନୀତିରୁ ସନ୍ନ୍ୟାସ ନେଲେ ବିଜେଡି ନେତା ରଘୁନନ୍ଦନ, ଗଣମାଧ୍ୟମ ସାମ୍ନାନାରେ କହିଲେ…

ଭୁବନେଶ୍ୱର,୨୧।୪: ଜଗତସିଂହପୁର ଜିଲା ବାଲିକୁଦା ଏବଂ ଏରସମାର ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ରଘୁ ନନ୍ଦନ ଦାସ ରାଜନୀତିରୁ ଅବସର ନେଇଥିବା ଗଣମାଧ୍ୟମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image