ରାଜ୍ୟରେ ୮୬ କରୋନା ଆକ୍ରାନ୍ତ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବଧିକ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୧୦୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୦ ଥିବା ବେଳେ ଅନୁଗୋଳରୁ ୩, ବାଲେଶ୍ୱରରୁ ୭, ବରଗଡ଼ରୁ ୪, ବଲାଙ୍ଗୀରରୁ ୫, କଟକରୁ ୫ ଓ ଦେବଗଡ଼ରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଜପତିରୁ ଜଣେ , ଯାଜପୁରର ୪, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୯, କୋରାପୁଟରୁ ୨, ମୟୂରଭଞ୍ଜରୁ ୫ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନୟାଗଡ଼ରୁ ୧, ନୂଆପଡ଼ାରୁ ୧, ପୁରୀରୁ ୪, ସମ୍ବଲପୁରରୁ ୯ , ସୁବର୍ଣ୍ଣପୁରରୁ ଜଣେ ଆକ୍ରାନ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳରେ ମହାରାଷ୍ଟ୍ରର ଦ୍ୱିତୀୟ ମହାବଳ ବାଘୁଣୀ

ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହାରାଷ୍ଟ୍ରର ଅନ୍ୟ ଏକ ମହାବଳ ବାଘୁଣୀ ‘ଗଙ୍ଗା’ ଗୁରୁବାର ରାତିରେ ପହଞ୍ଚତ୍ଛି। ସ୍ବତନ୍ତ୍ର ଟିମ୍‌...

ପାରାଦୀପରେ ହେବ ୨ ଲକ୍ଷ କୋଟିର ପୁଞ୍ଜି ନିବେଶ: ମୁଖ୍ୟମନ୍ତ୍ରୀ

ପାରାଦୀପ,୧୪ା୧୧: ଆଗାମୀ ଦିନରେ ପାରାଦୀପରେ ନିବେଶ ହେବ ୨ ଲକ୍ଷ କୋଟିର ପୁଞ୍ଜି। ଗୁରୁବାର କଳିଙ୍ଗ ବାଲିଯାତ୍ରାକୁ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଭକ୍ତଙ୍କ ଦାନରୁ ମିଳିଛି ୩୦୦ରୁ ଊର୍ଦ୍ଧ୍ୱ କେଜି ରୁପା: ଛାଉଣି ହେବ ରତ୍ନପଲଙ୍କ, ପତିତପାବନ ମନ୍ଦିର 

ପୁରୀ,୧୪ା୧୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ...

ଚାଷୀଙ୍କ ସହ ଖେଳିଲେ ସିଧା ପଠାଯିବ ଜେଲ, ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୧୧: ବିଜେଡିକୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଚାଷୀଙ୍କ ସ୍ବାର୍ଥରେ ବାଧା ଆଣିଲେ ଜେଲ ପଠାଯିବ। ସମବାୟ ସପ୍ତାହରେ ସମବାୟ ବିଭାଗରେ ଦୁର୍ନୀତିଗ୍ରସ୍ତ...

ଓଡ଼ିଶାର ୨୪ ଉପକୂଳ ଗ୍ରାମକୁ ମିଳିଲା ସୁନାମି ପ୍ରସ୍ତୁତ ଟ୍ୟାଗ୍

ଭୁବନେଶ୍ୱର,୧୪।୧୧: ଇଣ୍ଡୋନେସିଆରେ ଅନୁଷ୍ଠିତ ଦ୍ୱିତୀୟ ଗ୍ଲୋବାଲ ସୁନାମି ସମ୍ମିଳନୀରେ ଓଡିଶାର ୬ ଟି ଜିଲାର ୨୪ ଟି ସୁନାମି ପ୍ରବଣ ଉପକୂଳବର୍ତ୍ତୀ ଗ୍ରାମଗୁଡିକୁ ମିଳିତ ଜାତିସଂଘର...

ହୋଟେଲ ବୟରୁ ବନିଥିଲେ ନକଲି ଡାକ୍ତର: ଧରାପଡି ଜେଲ୍ ଗଲେ

ବ୍ରହ୍ମପୁର,୧୪।୧୧ (ସୁବାସ ଚନ୍ଦ୍ର ପାଢ଼ୀ): ପୂର୍ବରୁ ଵ୍ରହ୍ମପୁର ପୋଲିସ ଗେଟ ବଜାର ମିତ୍ର ସାହିରେ କ୍ରିଷ୍ଣା ପାଇଲ୍ସ କ୍ଲିନିକ ଖୋଲିଥିବା ଜଣେ ନକଲି ଆୟୁର୍ବେଦିକ ଡାକ୍ତରଙ୍କୁ...

ସତ ହେଲା ଧରିତ୍ରୀରେ ପ୍ରକାଶିତ ଖବର: ତାରାତାରିଣୀ ମନ୍ଦିର ଚୋରି ଘଟଣାରେ ସେବାୟତ, ସୁରକ୍ଷାକର୍ମୀ ଗିରଫ

ପୁଷୋତ୍ତମପୁର,୧୪।୧୧: ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରୁ ମାଙ୍କ ରୁପା ଅଳଙ୍କାର ଚୋରି ସହ ହୁଣ୍ଡିକୁ ଭାଙ୍ଗି ସେଥିରେ ଥିବା ଭକ୍ତଙ୍କ ଦାନ ଟଙ୍କା...

ଶିଶୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଛାତ୍ରୀଛାତ୍ରଙ୍କ ପାଇଁ…

ଭୁବନେଶ୍ୱର,୧୪।୧୧: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ରାଜ୍ୟସ୍ତରୀୟ ଶିଶୁ ଦିବସ ସମାରୋହରେ ବଡ଼ ଘୋଷଣା କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ହଷ୍ଟେଲରେ ରହୁଥିବା ଛାତ୍ରୀଛାତ୍ରଙ୍କ ମାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri