କାରରୁ ୮୮ କିଲୋ ଗଞ୍ଜେଇ ଜବତ

ମାଲକାନିଗିର,୧।୧୦: ମାଲକାନିଗିରି ଚିତ୍ରକୋଣ୍ଡା ଅଞ୍ଚଳରୁ ଆନ୍ଧ୍ରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିଲା ବେଳେ ଧରାପଡ଼ିଛି।
ଏହି ସମୟରେ ଗୌଡଗୁଡା ଛକ ନିକଟରେ ଏକ କାରଟିକୁ ଅବକାରୀ ବିଭାଗ ଅଟକାଇ ଥିଲା । ଯାଞ୍ଚ ପରେ ସେଥିରୁ ୮୮ କିଲୋ ଗଞ୍ଜେଇ ମିଳିଥିଲା । ଯାହାର ବଜାର ମୁଲ୍ୟ ୮ ଲକ୍ଷ ୮୦ ହଜାର ଟଙ୍କା ହେବ ବୋଲି ଅବକାରୀ ବିଭାଗ କହିଛି । ସେହିପରି ଗଞ୍ଜେଇ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ସଞ୍ଚୟ ବିଶ୍ବାସ ନାମକ ବ୍ୟକ୍ତିଙ୍କୁ ଅବକାରୀ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲ ସୁରକ୍ଷା ପାଇଁ ନେଲେ ଶପଥ

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଧର୍ମଗଡ଼ ବନାଞ୍ଚଳ ଅଧୀନରେ ଥିବା ସାହାଜଖୋଲ ସଂରକ୍ଷିତ ଜଙ୍ଗଲ ୧୨ହଜାର ୭ ଶହ ୨୨ହେକ୍ଟର ପରିମିତ ଅଞ୍ଚଳରେ ରହିଥିବା ବେଳେ କଳାହାଣ୍ଡି,...

ଗାଡ଼ି ଯାଞ୍ଚବେଳେ ଧରାପଡ଼ିଲେ ଦମ୍ପତ୍ତି

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ ): ସ୍କୁଟିରେ ଗଞ୍ଜେଇ ଚୋରାଚାଲାଣ କରୁଥିବା ଅଭିଯୋଗରେ ବ୍ରାହ୍ମଣୀଗାଁ ପୋଲିସ ସ୍ବାମୀ ଏବଂ ସ୍ତ୍ରୀଙ୍କୁ ଅଟକ ରଖିଛି। ମିଳିଥିବା ସୂଚନା ମୁତାବକ, ବ୍ରାହ୍ମଣୀଗାଁ...

ରାସ୍ତା ପାରି ହେଉଥିବା ବେଳେ ମାଡ଼ି ଗଲା ଗାଡ଼ି, ଆଉ ତା’ପରେ…

କୋକସରା,୨୭।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବିଜୁ ଏକ୍ସପ୍ରେସ ୱେ କଳାହାଣ୍ଡି ଜିଲା କୋକସରା ଥାନା ବେହେରା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।...

ପୂର୍ବଶତ୍ରୁତାରୁ ବୋମାମାଡ଼: ଜେଲ ଫେରନ୍ତା ଫିଙ୍ଗିଥିଲେ ବୋମା, ସମସ୍ତ ଅଭିଯୁକ୍ତ ଫେରାର

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଘଟିଥିବା ବୋମାମାଡ ପୂର୍ବଶତ୍ରୁତାକୁ ନେଇ ଘଟିଥିବା ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ର ପ୍ରକାଶ କରିଛନ୍ତି।...

ସୁଧୁରୁନି ସମସ୍ୟା: ପୁଣି ଖଟିଆରେ ବୁହାହୋଇ ଆସିଲେ ରୋଗୀ

ନୂଆପଡ଼ା,୨୭।୧୦ (ମକାରୁ ବେମାଲ): ଗାଁକୁ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଯାଇପାରିଲା ନାହିଁ। ଫଳରେ ରୋଗୀଙ୍କୁ ୨କି.ମି. ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ଅଣାଯାଇଥିଲା।...

ନଭେମ୍ବର ୧ରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ

ପୁରୀ,୨୭।୧୦: ନୂଆ ଟେଣ୍ଡର ପାଇଥିବା କମ୍ପାନୀ ବିରୋଧରେ ପୁରୀ ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ଅସନ୍ତୋଷ ପ୍ରକାଶ କରି ରବିବାର କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ...

ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି।...

ଦାରିଙ୍ଗବାଡ଼ିରେ ବଦଳିଲା ପାଗ: କୁହୁଡ଼ି ସାଙ୍ଗକୁ ଝିପିଝିପି ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୭ା୧୦: ଶୀତ ଦିନ ଆସିଲେ ଦାରିଙ୍ଗବାଡ଼ିକୁ କେହିକେହି ଓଡ଼ିଶାର ଦାର୍ଜିଲିଂ କୁହନ୍ତି ତ ଆଉ କେହି କେହି ଓଡ଼ିଶାର କଶ୍ମୀର ବୋଲି କହିଥାନ୍ତି। ସତରେ ଦାରିଙ୍ଗବାଡ଼ିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri