Posted inVideo

Onion prices bring tears to consumers । ପୁଣି କନ୍ଦାଇଲା ପିଆଜ

Featured Video Play Icon

Onion prices continue to rise in Odisha. While this kitchen essential used to retail for Rs 20-25 a week back, prices have touched Rs 40 now. Even though the traders claim that their sales are getting impacted, it is the consumers that are most affected as always. Here is what the homekeepers have to say.

ଲଗାତାର ଭାବେ ବଢ଼ି ଚାଲିଛି ପିଆଜ ଦର । ଯେଉଁ ପିଆଜ ଗୋଟେ ସପ୍ତାହ ତଳେ ୨୦ରୁ ୨୫ଟଙ୍କା ଥିଲା ଏବେ ତାହା ୪୦ଟଙ୍କା ଆସି ଛୁଇଁଲାଣି। ଏହି ଦର ବୃଦ୍ଧି ଖାଉଟିଙ୍କୁ କେତେ ବାଧୁଛି ଚାଲନ୍ତୁ ଦେଖିବା ଏହି ଭିଡିଓରେ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri