ବରଗଡ଼ ଅଫିସ,୧୪।୧୦: ବରଗଡ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ବୁଧବାର ଜିଲାରେ ପୁଣି ୯୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୋହେଲା ବ୍ଲକର ୧୩, ଭେଡେନ ବ୍ଲକର ୮, ବରଗଡ଼ ପୌରାଞ୍ଚଳରେ ୧୬, ବରଗଡ଼ ବ୍ଲକର ୯, ଅତାବିରା ବ୍ଲକର ୧୨, ଅତାବିରା ଏନ୍ଏସିର ଜଣେ, ପଦ୍ମପୁର ବ୍ଲକର ୮, ପଦ୍ମପୁର ଏନ୍ଏସିର ୬, ଭଟଲି ବ୍ଲକର ୨, ପାଇକମାଳ ବ୍ଲକର ୪, ଅମ୍ବାଭୋନା ୨, ବିଜେପୁର ବ୍ଲକର ୪, ଗାଇସିଲେଟ ବ୍ଲକର ୩, ଝାରବନ୍ଧ ବ୍ଲକର ଜଣେ ଆକ୍ରାନ୍ତ ରହିଛନ୍ତି। ସେହିପରି ବରଗଡରେ ଚିକିତ୍ସାଧିନ ଅନ୍ୟ ଜିଲାର ଜଣେ ଆକ୍ରାନ୍ତ ଅଛନ୍ତି । ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬୯୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୮୭୮ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟ ୮୦୫ ଜଣ ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ରହି ଚିକିତ୍ସାଧିନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ବରଗଡ଼ View All

୨୦କେଜି ସୁନା, ବିପୁଳ ୫୦୦ ଟଙ୍କିଆ ଜବତ, ମହିଳା ଗିରଫ
ପୁରୀ,୨୫ା୩(ଅଜିତ୍ କୁମାର ମହାନ୍ତି): ଋଣ ବା ଲୋନ ଦେବାକୁ କହି ଲୋକମାନଙ୍କୁ ପ୍ରାୟ ୨କୋଟି ଟଙ୍କା ଠକିବା ଅଭିଯୋଗରେ ଚନ୍ଦନପୁର ପୋଲିସ ସୋମବାର ଜଣେ ମହିଳାଙ୍କୁ...

୩୬ ଅଭିଯୋଗ ଶୁଣିଲେ ଜିଲାପାଳ
ରାଇକିଆ,୨୪ା୩ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍ କାର୍ଯ୍ୟାଳୟ ଠାରେ ସୋମବାର ଜିଲାପାଳ ଅମ୍ରିତ ଋତୁରାଜ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ସମୁଦାୟ ୩୬...

ଅଶ୍ଳୀଳ ନୃତ୍ୟ ବନ୍ଦ କରିବା ପାଇଁ ସହଯୋଗ ଲୋଡ଼ିଲା ପୋଲିସ
ଖଲ୍ଲିକୋଟ,୨୪ା୩(ପ୍ରଶାନ୍ତ କୁମାର ମିଶ୍ର): ଚଳିତ ବର୍ଷ ଦଣ୍ଡ ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ବନ୍ଦ କରିବା ପାଇଁ ଲୋକପ୍ରତିନିଧିଙ୍କ ସହଯୋଗ ଲୋଡ଼ିଛି ପୋସିଲ। ସୋମବାର ଏ...

ଖାଲି ପଡ଼ିଛି ୫୧ ପଦବୀ: ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ
ଭବାନୀପାଟଣା,୨୪ା୩(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାବାସୀଙ୍କ ଦୀର୍ଘଦିନର ଆନ୍ଦୋଳନ ପ ରାଜ୍ୟ ସରକାରଙ୍କ ପକ୍ଷରୁ ଭବାନୀପାଟଣା ସହର ଭଙ୍ଗାବାରୀଠାରେ ଶହୀଦ ରେଣ୍ଡୋ ମାଝୀ ମେଡିକାଲ କଲେଜ...

ମଣ୍ଡି ଖୋଲିବାକୁ ଜମି ଦାନ କଲେ ବଦାନ୍ୟ ଚାଷୀ
କୋକସରା,୨୪ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଝରିଆଗୁଡାଠାରେ ମଣ୍ଡି ଖୋଲିବା ପାଇଁ ଅଞ୍ଚଳର ଚାଷୀମାନେ ପ୍ରଶାସନ ନିକଟରେ ଦାବି କରିଆସୁଥିଲେ। ଏହାକୁ...

ମିଳିଲାନି ମୃତ ଯୁବକଙ୍କ ପରିଚୟ: ସ୍ବେଚ୍ଛାସେବୀ କଲେ ଶବଦାହ
ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଜୁନାନୀ ଜଙ୍ଗଳରୁ ଗତ ୧୦ତାରିଖ ଜଣେ ଅଜଣା ଯୁବକଙ୍କ ମୃତଦେହ ମିଳିଥିଲା। ଅତାବିରା ଥାନା...

ସରକାରୀ ଅର୍ଥ ଆତ୍ମସାତ: ସରପଞ୍ଚଙ୍କ ନାମରେ ମାମଲା
କେସିଙ୍ଗା,୨୪।୩(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକମାଲ ପଞ୍ଚାୟତ ଅଧୀନ ବୋରିଙ୍ଗ ପଦର ଗ୍ରାମର ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀର ସମ୍ପାଦିକା ତଥା...

ଦାରିଙ୍ଗବାଡିରୁ କଟକ ଚାଲିଲା ଶୀତତାପ ନିୟନ୍ତ୍ରଣ ବସ: ପ୍ରଥମଥର ମିଳିଲା ଏହି ସୁବିଧା
ଦାରିଙ୍ଗବାଡି, ୨୪।୩ (ଅରୁଣ ସାହୁ)- ଅଞ୍ଚଳର ଦୀର୍ଘ ଦିନର ଅଭାବକୁ ପୂରଣ କଲେ ରାଜ୍ୟ ସରକାର। ସୋମବାରଠାରୁ ଦାରିଙ୍ଗବାଡିରୁ କଟକକୁ ଶୀତତାପ ନିୟନ୍ତ୍ରଣ ସୁବିଧା ରହିଥିବା...