ରାଜ୍ୟରେ ଆଜି ଚିହ୍ନଟ ହେଲେ ୯୦୨ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୩୯, ବରଗଡ଼ରୁ ୩୭, ଭଦ୍ରକରୁ ୮, ବଲାଙ୍ଗୀରରୁ ୩୭,ବୌଦ୍ଧରୁ ୨୬, କଟକରୁ ୭୭୦, ଦେବଗଡ଼ରୁ ୨, ଢ଼େଙ୍କାନାଳରୁ ୧୭, ଗଜପତିରୁ ୪, ଗଞ୍ଜାମରୁ ୮, ଜଗତସିଂହପୁରରୁ ୪୨, ଯାଜପୁରରୁ ୨୫, ଝାରସୁଗୁଡ଼ାରୁ ୨୩, କଳାହାଣ୍ଡିରୁ ୧୬, କନ୍ଧମାଳରୁ ୬, କେନ୍ଦ୍ରାପଡ଼ାରୁ ୩୬, କେନ୍ଦୁଝରରୁ ୫୧, ଖୋର୍ଦ୍ଧାରୁ ୬୮, କୋରାପୁଟରୁ ୧୦, ମାଲକାନଗିରିରୁ ୫, ମୟୂରଭଞ୍ଜରୁ ୮୮, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୧୯, ନୂଆପଡ଼ାର ୨୬, ପୁରୀରୁ ୨୦, ରାୟଗଡ଼ାରୁ ୬, ସମ୍ବଲପୁରରୁ ୪୩, ସୋନପୁରରୁ ୭, ସୁନ୍ଦରଗଡ଼ରୁ ୮୫, ଷ୍ଟେଟ୍‌ ପୁଲରୁ ୧୩ଜଣ ଅଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Covid-19 Report For 13th November

New Positive Cases : 902
In Quarantine: 523
Local contacts: 379

(Details of local contacts will be shared by concerned District Administration)

District Wise Cases:

1. Angul: 50
2. Balasore: 39
3. Bargarh: 37
4. Bhadrak: 8
5. Balangir: 37

— I & PR Department, Odisha (@IPR_Odisha) November 14, 2020

Share