ବରଗଡ଼ରେ ଆଜି ୯୩ ନୂଆ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୭୦୭୮ରେ ପହଞ୍ଚିଲା

ବରଗଡ଼ ଅଫିସ,୭ା୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ପୁଣି ୯୩ ଜଣ ନୂଆ ଆକ୍ରାନ୍ତ ଜିଲାରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୨୦ ଜଣ ରହିଛନ୍ତି । ସେହିପରି ଭେଡେନ ବ୍ଲକର ୩, ବରଗଡ଼ ବ୍ଲକର ୧୬, ଅତାବିରା ବ୍ଲକର୧୧, ଅତାବିରା ଏନ୍‌ଏସିର ୨, ବରପାଲି ବ୍ଲକର ୨ ପଦ୍ମପୁର ବ୍ଲକର ୭, ପଦ୍ମପୁର ଏନ୍‌ଏସିର ୩, ଭଟଲି ବ୍ଲକର ୯ ଜଣ, ସୋହେଲା ବ୍ଲକର ୧୧, ପାଇକମାଲ ବ୍ଲକର ଜଣେ, ଅମ୍ବାଭୋନା ୬, ବିଜିପୁର ଓ ଗାଇସିଲେଟ ବ୍ଲକର ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୭୦୭୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୨୩୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ଅନ୍ୟ ୮୨୯ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ ଏବଂ ହୋମ୍‌ ଆଇସୋଲେଶନରେ ରହି ଚିକିତ୍ସିତ ଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜରାଜୀର୍ଣ୍ଣ ଅବସ୍ଥାରେ ବଡ଼ ଶଙ୍ଖ ଯାତ୍ରୀ ବିଶ୍ରାମାଗାର

ବ୍ରାହ୍ମଣୀଗାଁ,୨୩।୯:ସରକାର ଲୋକଙ୍କ ହିତ ପାଇଁ ଅଜସ୍ର ଟଙ୍କା ଖର୍ଚ୍ଚ କରୁଥିବାବେଳେ ବ୍ରାହ୍ମଣୀଗାଁରେ ଚିତ୍ର କିଛି ଓଲଟା ରହିଛି। ବ୍ରାହ୍ମଣୀଗାଁ ଥାନା ଅଧୀନସ୍ଥ ବଡ଼ଶଙ୍ଖ ଛକ ନିକଟରେ...

ତିରୁପତି ପରେ ଶ୍ରୀମନ୍ଦିର? ଜିଲାପାଳଙ୍କ ବଡ଼ ସୂଚନା…

ପୁରୀ,୨୪।୯: ତିରୁପତି ପ୍ରସାଦ ଲଡୁରେ ନକଲି ଘିଅ ବ୍ୟବହାର ନେଇ ଜାତୀୟ ରାଜନୀତି ଉଠୁଛି ପଡୁଛି। ପ୍ରମାଣ ମିଳିଛି ଯେ, ତିରୁପତିଙ୍କ ଲଡୁରେ ବ୍ୟବହାର ହେଉଥିବା...

ଭତ୍ତା ଆଣିବାକୁ ଗୁରୁଣ୍ଡି ଗୁରୁଣ୍ଡି ପଞ୍ଚାୟତ ଅଫିସ୍‌ ଗଲେ ବୃଦ୍ଧା

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ):ସାମାଜିକ ସୁରକ୍ଷା ଭତ୍ତା ଟଙ୍କା ପାଇବା ପାଇଁ ଗୁରୁଣ୍ଡି ଗୁରୁଣ୍ଡି ଦୁଇ କିଲୋମିଟର ପଞ୍ଚାୟତକୁ ଗଲେ ବୃଦ୍ଧା। ଏମିତି ଏକ ଦୃଶ୍ୟ ଦେଖୁବାକୁ...

ଲକ୍ଷ୍ମୀ ପୂଜା ପାଇଁ ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ): ଆସିଲା ପାର୍ବଣ ଋତୁ। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି।...

ଶିଶୁ, ପ୍ରସୂତି, ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳ, ଛତୁଆରେ ମିଶାଯାଉଛି…

ରାଜନଗର, ୨୪ା୯(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ କୋମଳମତି ଶିଶୁ, ପ୍ରସୂତି ଏବଂ ଗର୍ଭବତୀ ମା’ମାନଙ୍କ ଜୀବନ ସହ ଖେଳାଯାଉଛି। ପୁଷ୍ଟିକର ଛତୁଆ...

ଗାଁ ରାସ୍ତା ପାଇଁ ବିଡ଼ିଓଙ୍କୁ ଭେଟିଲେ ଡାକ୍ତରୀ ଛାତ୍ରୀ ଲିନ୍‌ସା

ଦାରିଙ୍ଗବାଡି, ୨୪।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତ ର ଡାକ୍ତରୀ ଛାତ୍ରୀ ଲୀନ୍ସା ପ୍ରଧାନ ମଙ୍ଗଳବାର ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ରଙ୍କୁ...

ଗୋଟିଏ ଗଛରେ ଝୁଲିପଡିଲେ ପ୍ରେମୀଯୁଗଳ

ଉମରକୋଟ,୨୪।୯(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ରାଇଘର ବ୍ଳକ ଭୁରଖାମହୁଲି ଗାଁ ନିକଟରେ ଥିବା ଏକ ପିପଳି ଗଛ ଡାଳରେ ପ୍ରେମୀ ଯୁଗଳଙ୍କ ମୃତଶରୀର ଝୁଲନ୍ତା ଅବସ୍ଥାରେ ଥିବା...

ମା’ କଟକ ଚଣ୍ଡୀଙ୍କ ଷୋଡ଼ଶ ପୂଜା ଆରମ୍ଭ

କଟକ,୨୪ା୯: ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତଥା ମୂଳାଷ୍ଟମୀ ଦ୍ୱିତୀୟା ଓଷା ମଙ୍ଗଳବାରଠାରୁ ବିଭିନ୍ନ ଦେବୀ ପୀଠରେ ଷୋଡ଼ଶ ଦିନାତ୍ମକ ପୂଜା ଆରମ୍ଭ ହୋଇଯାଇଛି। ଏହି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri