୯୩ ବର୍ଷରେ ପିଏଚ୍‌ଡି ଡିଗ୍ରୀ ହାସଲ କରି ଚମକାଇଲେ ବୃଦ୍ଧା

ହାଇଦ୍ରାବାଦ,୧।୧୧: ଅଧ୍ୟୟନ ପ୍ରତି ଆଗ୍ରହ ଏବଂ ଡିଗ୍ରୀ ହାସଲ କରିବାର ଇଚ୍ଛା ଜଣେ ୯୩ ବର୍ଷୀୟା ବୃଦ୍ଧାଙ୍କୁ ଲୋକପ୍ରିୟ କରାଇପାରିଛି। ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦର ବାସିନ୍ଦା ରେଭାଥୀ ଥାଙ୍ଗାଭେଲୁ ଜଣେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରିଥିଲେ। ୧୯୯୦ରେ ସେ ଅବସର ନେଇଥିଲେହେଁ ପାଠପଢ଼ା ଛାଡ଼ି ନ ଥିଲେ। ସେ ନିଜର ଅଧ୍ୟୟନ ଜାରି ରଖିଥିବା ବେଳେ ଇଂରାଜୀରେ ପିଏଚ୍‌ଜି କରିବାକୁ ଇଚ୍ଛା ରଖିଥିଲେ। ଶେଷରେ ତାହା ହୋଇଛି। ୯୩ ବର୍ଷରେ ସେ ଓସମାନିଆ ବିଶ୍ୱବିଦ୍ୟାଳୟରୁ ପିଏଚ୍‌ଡି କରିଛନ୍ତି।

ରେଭାଥୀ ଇଂରାଜୀ ବ୍ୟାକରଣ, ବର୍ଣ୍ଣମାଳା ଏବଂ ଶବ୍ଦ ଗଠନ ପରି ବିଷୟ ଉପରେ ଗବେଷଣା କରିଛନ୍ତି। ସଫଳତାର ସହିତ ପିଏଚ୍‌ଡି ସମାପ୍ତ କରିଛନ୍ତି। ମଙ୍ଗଳବାର ଓସମାନିଆ ବିଶ୍ୱବିଦ୍ୟାଳୟରେ ୮୩ତମ ସ୍ନାତକୋତ୍ତର ସମାରୋହ ଅନୁଷ୍ଠିତ ହୋଇଥିଲା। ଏଥିରେ ରେଭାଥୀଙ୍କୁ ପିଏଚ୍‌ଡି ଡିଗ୍ରୀ ହାସଲ କରିଛନ୍ତି।

ତେବେ ଓସମାନିଆ ବିଶ୍ୱବିଦ୍ୟାଳୟର ୮୩ତମ ସମାରୋହରେ ୧୦୨୪ଜଣଙ୍କୁ ପିଏଚ୍‌ଡି ଡିଗ୍ରୀ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ୱକ୍‌ଫ ସଂଶୋଧନ: ନୂଆ ନିଯୁକ୍ତି ଉପରେ ରୋକ୍‌, ୭ ଦିନ ଭିତରେ କେନ୍ଦ୍ର ସରକାରଙ୍କୁ ମାଗିଲେ ଜବାବ

ନୂଆଦିଲ୍ଲୀ,୧୭।୫: ସୁପ୍ରିମକୋର୍ଟ ଓ୍ୱକ୍‌ଫ ଆଇନ ସଂଶୋଧନ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କୁ ୭ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଓ୍ୱାକ୍‌ଫ ବୋର୍ଡରେ...

ଜବରଦସ୍ତ ସ୍କୁଟର ଲଞ୍ଜ କଲା Honda,ମନ ଜିଣିବ ଆଡଭାନ୍ସ ଫିଚର୍‌

ନୂଆଦିଲ୍ଲୀ,୧୭।୪: ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟର ଇଣ୍ଡିଆ (HMSI) ଭାରତୀୟ ବଜାରରେ ୨୦୨୫ Dio ଲଞ୍ଚ କରିଛି। ଅପଡେଟ୍‌ ହୋଇଥିବା ସ୍କୁଟରଟି କସମେଟିକ୍‌ ପରିବର୍ତ୍ତନ, OBD୨...

Top 5 Biodiversity Centers in Odisha: ଓଡ଼ିଶାର ଟପ୍-୫ ଜୈବ ବିବିଧ କେନ୍ଦ୍ର

ଓଡ଼ିଶା ଭାରତର ଅନ୍ୟତମ ଜୈବ ବିବିଧତା ସମୃଦ୍ଧ ରାଜ୍ୟ। ଯେଉଁଠି ବିଭିନ୍ନ ପ୍ରକାରର ବନସ୍ପତି, ପ୍ରାଣୀ, ଏବଂ ଜଳଜ ଜୀବ ଦେଖାଯାଏ। ଏହାର ଜଙ୍ଗଲ, ଜଳାଶୟ,...

UGC NET June 2025 ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ କେବେ ହେବ ପରୀକ୍ଷା, ଶେଷ ତାରିଖ…

ନୂଆଦିଲ୍ଲୀ,୧୭।୪: ଏନ୍‌ଟିଏ ଜୁନ ୨୦୨୫ ରେ UGC NET ର ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହିତ ଆବେଦନ ପୋର୍ଟାଲ ମଧ୍ୟ ଖୋଲିଛି। ପ୍ରାର୍ଥୀମାନେ ୧୬...

ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ

ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି...

ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ...

‘ଆମେ ହିନ୍ଦୁମାନଙ୍କଠାରୁ ଭିନ୍ନ’: ସୈନିକମାନଙ୍କୁ ଏପରି ଆହ୍ୱାନ ଦେଲେ ପାକିସ୍ତାନ ସେନା ମୁଖ୍ୟ

ନୂଆଦିଲ୍ଲୀ,୧୭।୫: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଆସିମ ମୁନିର, ସେନା ପ୍ରତିଷ୍ଠାନର ପୁରୁଣା ଭାବନାକୁ ପୁନରାବୃତ୍ତି କରି, ପାକିସ୍ତାନୀମାନଙ୍କୁ ସେମାନଙ୍କ ପିଲାମାନଙ୍କୁ “ହିନ୍ଦୁ ଓ ମୁସଲମାନମାନଙ୍କ...

Salary Hike: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ପୋଲିସ କର୍ମଚାରୀଙ୍କ ଦରମା ୫୫ହଜାର ଯାଏ ବୃଦ୍ଧି

ଭୁବନେଶ୍ୱର,୧୭।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image