୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ନାହିଁ ଡିଜିଟାଲ ଦକ୍ଷତା…

ନୂଆଦିଲ୍ଲୀ,୧୪।୧୨ : ଏକ ସର୍ଭେ ଅନୁଯାୟୀ, ଦେଶରେ କରୋନା ମହାମାରୀ ପରେ ଚାକିରିରେ ପରିବର୍ତ୍ତନ ଯୋଗୁ ୯୫ ପ୍ରତିଶତ ଭାରତୀୟ ଶ୍ରମିକଙ୍କର ଡିଜିଟାଲ ଦକ୍ଷତା ଶିଖିବାର ଆବଶ୍ୟକତା ରହିଛି। କନସଲ୍ଟିଂ ଫାର୍ମ ଆଲଫାବେଟାର ଏକ ସର୍ଭେରେ ଏହା ଜଣାପଡିଛି ଯେ ୨୦୨୩ ସୁଦ୍ଧା ଦେଶରେ ୨.୭୦ କୋଟି ଦକ୍ଷ ଡିଜିଟାଲ କୁଶଳୀ ଶ୍ରମିକଙ୍କର ଆବଶ୍ୟକତା ରହିଛି।

ଏଥିରୁ ଏହା ନିଶ୍ଚିତ ଯେ ଆଗାମୀ ସମୟରେ ଡିଜିଟାଲ କୁଶଳୀ ଯୁବବର୍ଗମାନଙ୍କୁ ଅଣ-କୁଶଳୀ ଯୁବବର୍ଗମାନଙ୍କ ଅପେକ୍ଷା ଅଗ୍ରାଧିକାର ଦିଆଯିବ। ଦେଶରେ ଡିଜିଟାଲ ମାର୍କେଟିଂ ଶିଳ୍ପ କ୍ରମାଗତ ଭାବେ ବୃଦ୍ଧି ପାଉଛି। ବର୍ତ୍ତମାନ ଏହାର ବ୍ୟବସାୟ ୩୭ ହଜାର କୋଟିରେ ପହଞ୍ଚିଛି। ଆଗାମୀ ଦିନରେ ଏହା ଲଗାତାର ବୃଦ୍‌ଧି ପାଇବାର ଆଶା ମଧ୍ୟ ରହିଛି ବୋଲି ରିପୋର୍ଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ନୀତା

ମୁମ୍ବାଇ,୨୬।୧୨: ରିଲାଏନ୍ସ ଗ୍ରୁପ୍‌ର ସାମାଜିକ ପ୍ରତିଷ୍ଠାନ ତଥା ରିଲାଏନ୍ସ ଫାଉଣ୍ଡେଶନର ଚେୟାରମ୍ୟାନ୍‌ ନୀତା ଏମ୍‌ ଅମ୍ବାନୀ ୨ ଦିନିଆ ହାର୍ଭାର୍ଡ ଇଣ୍ଡିଆ ସମ୍ମିଳନୀରେ ଯୋଗଦେବେ ବୋଲି...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

ପୁସ୍ତକ ପ୍ରେମୀଙ୍କୁ ବଡ଼ ଝଟ୍‌କା, ଇଣ୍ଡିଆ ପୋଷ୍ଟ ବନ୍ଦ କଲା ‘ବୁକ୍‌ ପୋଷ୍ଟ’ ସେବା

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ପୋଷ୍ଟ ୧୮ ଡିସେମ୍ବର ୨୦୨୪ରେ ନିଜର ‘ବୁକ୍‌ ପୋଷ୍ଟ’ ସେବାକୁ ବନ୍ଦ କରି ପୁସ୍ତକ ପ୍ରେମୀଙ୍କ ସହ ପୁସ୍ତକ ବ୍ୟବସାୟୀଙ୍କୁ ବଡ଼ ଝଟ୍‌କା...

ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ...

ସଂସଦ ଭବନ ନିକଟରେ ନିଜକୁ ନିଆଁ ଲଗାଇଲେ ବ୍ୟକ୍ତି, ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ, ୨୫।୧୨: ସଂସଦ ଭବନ ନିକଟରେ ଜଣେ ବ୍ୟକ୍ତି ନିଜକୁ ନିଆଁ ଲଗାଇ ଦେଇଛନ୍ତି। ନିକଟରେ ଥିବାସୁରକ୍ଷାକର୍ମୀମାନ ତୁରନ୍ତ ବ୍ୟକ୍ତି ଜଣଙ୍କୁ ଡାକ୍ତରଖାନା ପଠାଇଥିଲେ। ଖବର...

ବାଂଲାଦେଶୀଙ୍କୁ ଚିହ୍ନଟ କରି ଦେଶରୁ ବାହାର କରିବାର ସମୟ ଆସିଛି: ଗିରିରାଜ ସିଂ

ନୂଆଦିଲ୍ଲୀ,୨୫।୧୨: କେନ୍ଦ୍ର ମନ୍ତ୍ରୀ ତଥା ବେଗୁସରାଇ ଏମପି ଗିରିରାଜ ସିଂ ବୁଧବାର କହିଛନ୍ତି ଯେ ବର୍ତ୍ତମାନ ସମୟ ଆସିଛି ଯେ ବାଂଲାଦେଶୀମାନଙ୍କୁ ଚିହ୍ନଟ କରିବାକୁ ଚେଷ୍ଟା...

ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିପାରନ୍ତି ବାଂଲାଦେଶୀ ଆତଙ୍କବାଦୀ ସଙ୍ଗଠନ, ଚେତାବନୀ ଦେଲା ଗୁଇନ୍ଦା ସଂସ୍ଥା

କୋଲକାତା,୨୫।୧୨: ବିଧାନସଭାରେ ବିରୋଧୀଦଳର ନେତା (ଏଲଓପି) ଉପରେ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ କେନ୍ଦ୍ରୀୟ ଗୁପ୍ତଚର ଏଜେନ୍ସିମାନେ ପଶ୍ଚିମବଙ୍ଗ ସରକାରଙ୍କୁ ସତର୍କ କରାଇଛନ୍ତି। ଏହି ଆକ୍ରମଣ...

ରାଜକୁମାରୀଙ୍କୁ ଲଭ୍‌ ଲେଟର୍‌ ଦେଇଥିଲେ ବାଜପେୟୀ, ଉତ୍ତରରେ…ଜାଣନ୍ତୁ ଅଟଳଙ୍କ ଲଭ୍‌ଷ୍ଟୋରୀ

ନୂଆଦିଲ୍ଲୀ,୨୫।୧୨: ଆଜି ସାରା ଦେଶରେ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜନ୍ମ ବାର୍ଷିକୀ ପାଳନ କରାଯାଉଛି। ବାଜପେୟୀ ଜଣେ ବଡ଼ ନେତା ତଥା ଭାରତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri