Posted inଜାତୀୟ

ଯୋଧପୁର ହିଂସା ଘଟଣା: ୯୭ ଗିରଫ, କର୍ଫ୍ୟୁ ବଳବତ୍ତର

ଯୋଧପୁର,୪।୫: ରାଜସ୍ଥାନ ଯୋଧପୁରରେ ହୋଇଥିବା ହିଂସା କମିବାର ନାଁ ନେଉନାହିଁ। ଏ ପର୍ଯ୍ୟନ୍ତ ଘଟଣାରେ ୯୭ ଜଣଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ଇଦ୍‌ରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହେଲୋଟଙ୍କ ହୋମ ଟାଉନ୍‌ରେ ଯୋଧପୁରରେ ଦୁଇଟି ସମ୍ପ୍ରଦାୟ ମଧ୍ୟରେ ହିଂସା ହୋଇଥିଲା। ଏଥିରେ ଅନେକ ଲୋକ ଆହତ ହୋଇଥିଲେ। ଶେଷରେ ପୋଲିସକୁ ଲାଠି ଚାର୍ଜ କରିବାକୁ ପଡ଼ିଥିଲା।ଏହି ମାମଲାରେ ଯୋଧପୁରର ଅନେକ ସ୍ଥାନରେ କର୍ଫ୍ୟୁ ଲାଗି ରହିଛି। ଯୋଧପୁର ସମେତ ଉଦୟ ମନ୍ଦିର ଏବଂ ନଗୋରୀ ଗେଟ ଆଦିରେ କର୍ଫ୍ୟୁ ଲାଗି ରହିଥିବା ବେଳେ ଗୁଜବ ରୋକିବାକୁ ଉକ୍ତ ଅଞ୍ଚଳରେ ଇଣ୍ଟରନେଟ ବନ୍ଦ କରିଦିଆଯାଇଛି।
ଅନ୍ୟପଟେ ହିଂସାକାଣ୍ଡରେ ବିଜେପିର ଭୂମିକା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଅଭିଯୋଗ କରିଛନ୍ତି। ଏହା ହେଉଛି ବିଜେପିର ଏଜେଣ୍ଡା କାରଣ ମୁଦ୍ରାସ୍ଫୀତି, ବେକାରୀ ସମସ୍ୟା ଏତେ ବୃଦ୍ଧି ପାଇଛି ଯେ ସେମାନେ ଏହାକୁ ନିୟନ୍ତ୍ରଣ କରିପାରିବେ ନାହିଁ। ତେଣୁ ଧ୍ୟାନ ଆକର୍ଷଣ କରିବା ପାଇଁ ସେମାନେ ଏହା ଜାଣିଶୁଣି କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆତଙ୍କବାଦୀ ଆକ୍ରମଣ: ଅତିକମରେ ୨୪ ହିନ୍ଦୁ ପର୍ଯ୍ୟଟକ ମୃତ, ପୁଲିସ ସୂତ୍ରରୁ ମିଳିଲା ବଡ ସୂଚନା

ନୂଆଦିଲ୍ଲୀ, ୨୨।୪: ଏକ ବିନାଶକାରୀ ଆତଙ୍କବାଦୀ କାର୍ଯ୍ୟରେ, ପହଲଗାମ ନିକଟସ୍ଥ ବୈସାରଣ ମେଦୋରେ ବନ୍ଧୁକଧାରୀମାନେ ପର୍ଯ୍ୟଟକଙ୍କ ଏକ ଦଳ ଉପରେ ଗୁଳି ଚଳାଇବାରେ ଅତିକମରେ ୨୪...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପହଲଗାମ୍‌ରେ ଆତଙ୍କୀ ହମ୍‌ଲା: ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ,୨୨।୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ୍‌ରେ ମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଛନ୍ତି। ସେ ପତ୍ନୀ ପ୍ରିୟଦର୍ଶିନୀଙ୍କ...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image