କୋରାପୁଟ ଜିଲାରେ କରୋନାର ସମାନ୍ତରାଳ ଗତି : ଆଉ ୯୯ ପଜିଟିଭ୍‌

କୋରାପୁଟ,୧୮।୯(ସ୍ବ.ପ୍ର.): କୋରାପୁଟ ଜିଲାରେ ଗତ କିଛି ଦିନ ହେଲା କରୋନାର ସମାନ୍ତରାଳ ଗତି ଦେଖିବାକୁ ମିଳିଛି । ଜିଲାରେ ବର୍ତ୍ତମାନ ୯୦ରୁ ୧୦୦ ମଧ୍ୟରେ ଦୈନିକ କରୋନା  ଆକ୍ରାନ୍ତ ଚିହ୍ନଟ ହେଉଥିବା ଜିଲା ପ୍ରଶାସନର ରିପୋର୍ଟରୁ ଜଣାପଡିଛି । ଶୁକ୍ରବାର ଜିଲାରେ ଆଉ ୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୨୦୪ କୁ ବୃଦ୍ଧିପାଇଛି । ଚିହ୍ନଟ ୯୯ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନ ସେଣ୍ଟରରୁ ୭ ,ପୁର୍ବରୁ ପଜିଟିଭଙ୍କ ସଂସ୍ପର୍ଶରେ ଆସି ୩୯ ଓ ୫୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ...

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ...

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି।...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ...

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି।...

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image