ରାଶିଫଳ: ମଙ୍ଗଳବାର , ଏପ୍ରିଲ୍ ୮ ତାରିଖ – Daily Horoscope
ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁଙ୍କ ସହଯୋଗରେ ନୂଆ କରି କାମଟିଏ ଆରମ୍ଭ କରିବାକୁ ମନ ବଳାଇବେ। କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବେ। ବନ୍ଧୁ, ପରିବାର କ୍ଷେତ୍ରରେ ବୁଝାମଣାର ଅଭାବ କାରଣରୁ ତିକ୍ତତା ସୃଷ୍ଟି ହେବ।...