ବରଗଡ଼ ଧନୁଯାତ୍ରା ଉଦ୍‌ଘାଟିତ

ମଥୁରାନଗରୀ,୧-୧:ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଉଦ୍‌ଘାଟିତ ହୋଇଯାଇଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ଏହାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ ସମାରୋହରେ ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ତଥା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ, କାର୍ଯ୍ୟକାରୀ ସଭାପତି ତଥା ଏସପି ପଦ୍ମିନୀ ସାହୁ, ସମ୍ପାଦକ ସୁରେଶ୍ୱର ଶତପଥୀ, ରାଜ ଦରବାର କମିଟି ଆବାହକ ରାଜେନ୍ଦ୍ର ପ୍ରସାଦ ସିଂ, ସାଂସ୍କୃତିକ କମିଟି ଆବାହକ ଗୋପାଳକୃଷ୍ଣ ଦାଶ, କଳାକାର ଉପଦେଷ୍ଟା ସମନ୍ବୟ ସମିତି ସହ ଆବାହକ ଅଶୋକ ବେହେରା, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ସଦସ୍ୟ ଚୈତନ୍ୟ ପାଇକ, ପୂର୍ବତନ ପୌର ଉପାଧ୍ୟକ୍ଷା କଳ୍ପନା ମାଝି ପ୍ରମୁଖ ଉପସ୍ଥିତ ଥିଲେ। ଉଦ୍‌ଘାଟନ ପରେ ବରଗଡ଼ ସହର ମଥୁରାନଗରୀ ପାଲଟି ଯାଇଥିବାବେଳେ କଂସଙ୍କ ରାଜୁତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri