Posted inକଟକ

କାଜିହାଟ ମଦ୍ରାସାରେ ଇଦ୍‌ ପାଳିତ: ୧୫ ହଜାର ମୁସଲମାନଙ୍କ ସମୂହ ନମାଜ ପାଠ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଧୀନ ବିଭିନ୍ନ ମଦ୍ରାସା ଓ ମସ୍‌ଜିଦରେ ଇଦ୍‌ ପାଳିତ ହୋଇଛି। ଜୟରାମପୁର ପଞ୍ଚାୟତ କାଜିହାଟ ମଦ୍ରାସାରେ ୧୫ ହଜାର ମୁସଲମାନ ସମୂହ ନମାଜ ପାଠ କରିଛନ୍ତି। ପରେ ଏକ ମିଳନ ହୋଇଥିଲା। ଏଠାରେ ହିନ୍ଦୁ ମୁସଲମାନ ମିଳିମିଶି ଇଦ୍‌ ପାଳନ କରିଥାନ୍ତି । ମଦ୍ରାସାରେ ମୌଲାନା ନମାଜ ପାଠ କରାଇଥିଲେ। ଏହି ଅବସରରେ ବ୍ଲକ ଅଧ୍ୟକ୍ଷଙ୍କ ପ୍ରତିନିଧି ଅଶୋକ ଓଝା, ସରପଞ୍ଚ ମନୋରଞ୍ଜନ ସ୍ବାଇଁଙ୍କ ସମେତ ବହୁ ଲୋକପ୍ରତିନିଧି ଯୋଗ ଦେଇଥିଲେ ।
ସେହିଭଳି ଭାବେ ଜିଗ୍ନିପୁର ପଞ୍ଚାୟତ ବାବଲପୁର,ଆସୁରେଶ୍ୱର, ନେମାଳ,ନରେନ୍ଦ୍ରପୁର, ଦଉଦପୁର ଓ ନଗସପୁରରେ ଇଦ୍‌ ପାଳିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ଓଏସ୍‌ଏସ୍‌ସି ପରୀକ୍ଷାର୍ଥୀଙ୍କୁ ଅପହରଣ ପରେ ଲୁଟ୍‌: ଦୁଇ ଗିରଫ

କଟକ,୩ା୭(କାର୍ତ୍ତିକ ସାହୁ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସଏସସି) ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀ ଅପହରଣ ପରେ ଲୁଟ୍‌ର ଶିକାର ହୋଇଛନ୍ତି। ପରୀକ୍ଷାର୍ଥୀଙ୍କ ଘର କେନ୍ଦୁଝର...

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ...

କଟକର ସମସ୍ତ ବେଆଇନ ହସ୍ପିଟାଲ ବନ୍ଦ ପାଇଁ ନିର୍ଦ୍ଦେଶ

କଟକ,୨ା୭ (କାର୍ତ୍ତିକ ସାହୁ) :କଟକରେ ବିନା ରେଜିଷ୍ଟ୍ରେଶନରେ ଚାଲିଥିବା ଏକ ନିର୍ଦ୍ଦିଷ୍ଟ ହସ୍ପିଟାଲ ସମେତ ଅନ୍ୟ କେତେକ ହସ୍ପିଟାଲକୁ ତୁରନ୍ତ ବନ୍ଦ କରିବାକୁ ଜାତୀୟ ମାନବିକ...

ଭାଜପା-ବିଜେଡି କର୍ମୀ ମାର୍‌ପିଟ୍‌

ଖୁଣ୍ଟୁଣୀ,୨ା୭(ସଚ୍ଚିଦାନନ୍ଦ ପଣ୍ଡା):କଟକ ଜିଲା ଆଠଗଡ଼ ବ୍ଲକ ଅଧୀନ ଖୁଣ୍ଟୁଣୀ ସରକାରୀ ଡାକ୍ତରଖାନାର ନୂତନ ଗୃହ ନିର୍ମାଣ ପାଇଁ ସୋମବାର ଭୂମିପୂଜାବେଳେ ଭାଜପା ନେତା ଅଭୟ ବାରିକଙ୍କ...

ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ମୋ’ ବସ୍‌

କଟକ,୨୮ା୬: କଟକର ସିଡିଏ ସେକ୍ଟର-୯ରେ ମୋ’ ବସ୍‌ରେ ନିଆଁ ଲାଗିଯାଇଛି। ଫଳରେ ବସ୍‌ଟି ସମ୍ପୂର୍ଣ୍ଣ ଜଳିପୋଡ଼ି ଛାରଖାର ହୋଇଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି...

ହାଜର ହେଲେ ଅନୁଭବ, ହେଲାନି ସାକ୍ଷ୍ୟ ଗ୍ରହଣ

କଟକ,୨୮ା୬(କାର୍ତ୍ତିକ ସାହୁ):ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନିର୍ଯାତନା ମାମଲାରେ ଗୁରୁବାର କଟକ ଜେଏମ୍‌ଏଫ୍‌ସି (ଏମ୍‌ପି/ଏମ୍‌ଏଲ୍‌ଏ ସ୍ବତନ୍ତ୍ର କୋର୍ଟ)ରେ ଅଭିନେତା ତଥା ପୂର୍ବତନ ଏମ୍‌ପି ଅନୁଭବ ମହାନ୍ତି ଓ...

ବିଦ୍ୟାଳୟ ସମ୍ପର୍କିତ ତଥ୍ୟ ନେଇ ଓ୍ବେବସାଇଟ୍‌ରେ ରହିବ ଦୁଇଟି ଫର୍ମାଟ୍‌ର ସୂଚନା

କଟକ,୨୮ା୬(କାର୍ତ୍ତିକ ସାହୁ): ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ରହିଥିବା ମୌଳିକ ସୁବିଧାଗୁଡ଼ିକ ସଂକ୍ରାନ୍ତରେ ଆମିକସ୍‌ କ୍ୟୁରିଙ୍କ ପକ୍ଷରୁ ପ୍ରସ୍ତୁତ ଫର୍ମାଟ୍‌କୁ ରାଜ୍ୟ ସରକାର ଗ୍ରହଣ କରିଥିବା ହାଇକୋର୍ଟଙ୍କୁ...

ଏସ୍‌ସିବିରେ ରକ୍ତ ପାଇଁ ମଗାଯାଉଛି ଟଙ୍କା

କଟକ,୨୮।୬(ଶିଳ୍ପା ପ୍ରିୟଦର୍ଶିନୀ): ଚିକିତ୍ସା କ୍ଷେତ୍ରରେ ଇତିହାସ ରଚୁଥିବା ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିିକାଲ କଲେଜ ଆଣ୍ଡ ହସ୍ପିଟାଲ(ଏସ୍‌ସିବି)ର ବିକଳ ଚିତ୍ର ଗୋଟିକ ପରେ ଗୋଟିଏ ସାମ୍ନାକୁ ଆସିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri