ହେଜେଲ୍‌ଙ୍କ ପୁର୍ବରୁ ୬ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ଯୁବରାଜ

ମୁମ୍ବାଇ: ଭାରତୀୟ କ୍ରିକେଟର ଯୁବରାଜ ସିଂ ସୋମବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି। ହେଲେ ଏହି ଖେଳାଳିଙ୍କ ଲଭ୍‌ ଲାଇଫ୍‌ ଉପରେ ଯଦି ନଜର ପକାଇବା ତେବେ ବଲିଉଡ୍‌ ସହ ତାଙ୍କର ଖୁବ୍‌ ଭଲ ସମ୍ପର୍କ ଥିବା ଦେଖିବାକୁ ମିଳିବ। ୩ ବର୍ଷ ତଳେ ବଲିଉଡ୍‌ କଳାକାର ହେଜେଲ୍‌ କେଚ୍‌ଙ୍କୁ ଜୀବନ ସାଥୀ ଭାବେ ଗ୍ରହଣ କରିଥିବା ଯୁବି କିନ୍ତୁ ଏହା ପୂର୍ବରୁ ୬ ଜଣ ନାୟିକାଙ୍କୁ ଡେଟ୍‌ କରିଥିଲେ ବୋଲି କୁହାଯାଏ। ତାଙ୍କ ନାଁ ସହିତ ପ୍ରୀତି ଜିଣ୍ଟାଙ୍କ ଠାରୁ ଆରମ୍ଭ କରି ଦୀପିକା ପାଦୁକୋନଙ୍କ ପର୍ଯ୍ୟନ୍ତ ୬ଜଣଙ୍କ ନାଁକୁ ଯୋଡି ଦିଆଯାଇଥିଲା। ଯୁବରାଜ ପ୍ରଥମେ ଭଲପାଇ ବସିଥିଲେ ନାୟିକା କିମ୍‌ ଶର୍ମାଙ୍କୁ। କିନ୍ତୁ ୪ ବର୍ଷ ପରେ ଏମାନଙ୍କ ମଧ୍ୟରେ ହେଲା ବ୍ରେକ୍‌ଅପ୍‌। ୨୦୦୭ରେ ଏହି ତାଲିକାରେ ଆସିଲେ ଦୀପିକା ପାଦୁକୋନ। ଏହାପରେ ଆସିଲେ ପ୍ରୀତି ଜିଣ୍ଟା ଆଉ ପ୍ରୀତିଙ୍କ ପରେ ଯୁବରାଜଙ୍କ ନାଁ ସହ ଯୋଡି ହୋଇଗଲା ରିୟା ସେନ୍‌, ମନିଷା ଲାମ୍ବା ଓ ସୁପର ମଡେଲ ଆଞ୍ଚଲ କୁମାର।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ସତରେ କ’ଣ ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ଟିମ୍‌ ଇଣ୍ଡିଆ? ସ୍ପଷ୍ଟ ଚିତ୍ର ଦେଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭।୧୦: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ୍‌ ପାକିସ୍ତାନ ଗସ୍ତ କରିବ କି ଏଷବ ଏମିତି ପ୍ରଶ୍ନ ଉଙ୍କି ମାରିଛି। ବର୍ତ୍ତମାନ...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

ବ୍ୟାକ୍‌ଫୁଟ୍‌ରେ ଟିମ୍‌ ଇଣ୍ଡିଆ: ବୋଲିଂ ପରେ ବ୍ୟାଟିଂରେ କିଓ୍ବି ଖେଳାଳିଙ୍କ ଜଲଓ୍ବା

ବେଙ୍ଗାଲୁରୁ,୧୭ା୧୦: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଏକ ଅଲୋଡା ରେକର୍ଡ ନିଜ ନାମରେ କରିଛି ଭାରତ। ପ୍ରଥମ ଦିନ ବର୍ଷାରେ ଧୋଇ ଯାଇଥିବା ବେଳେ...

ଭାରତ ନାଁରେ ୫ ଅଲୋଡା ରେକର୍ଡ: ଜାଣନ୍ତୁ ଏ ବିଷୟରେ…

ବେଙ୍ଗାଲୁରୁ,୧୭।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯାଉଛି। ପ୍ରଥମ ଦିନର ଖେଳ ବର୍ଷାରେ ଧୋଇ ଯାଇଥିଲା । ଏହା ପରେ ଦ୍ୱିତୀୟ...

ଆଇପିଏଲ୍‌ ୨୦୨୫ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସର ନବକଳେବର: ହଟିଲେ ରିକି ପଣ୍ଟିଂ

ନୂଆଦିଲ୍ଲୀ,୧୭।୧୦: ପ୍ରତ୍ୟେକ ଦଳ ଆଇପିଏଲ୍‌ ୨୦୨୫ ପାଇଁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ସିଜିନ୍‌ ପାଇଁ ଆଇପିଏଲ ଦଳରେ ଅନେକ ପରିବର୍ତ୍ତନ କରାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସରେ ମଧ୍ୟ...

ଟେଷ୍ଟ ଇତିହାସରେ ପ୍ରଥମଥର ପାଇଁ ଘରେ ମାଟି କାମୁଡିଲା ଟିମ୍‌ ଇଣ୍ଡିଆ: ଏମିତି ରେକର୍ଡ କଲା

ବେଙ୍ଗାଲୁରୁ,୧୭।୧୦: ବେଙ୍ଗାଲୁରୁରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ମାତ୍ର ୪୬ ରନରେ ଅଲଆଉଟ ହୋଇଥିଲା। ଟେଷ୍ଟ କ୍ରିକେଟ ଇତିହାସରେ ଘରୋଇ ମାଟିରେ...

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri