ବରୀରେ ୧୭୩ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୧୨।୫(ଡି.ଏନ.ଏ)-ବରୀ ବ୍ଲକରେ କାର୍ଯ୍ୟରତ ସ୍ବାସ୍ଥ୍ୟବିଭାଗର ଅଧିକାରୀଙ୍କଠାରୁ ଆରମ୍ଭ କରି ବିଭିନ୍ନ ପଦ ପଦବୀ ଦାୟିତ୍ୱରେ ଥିବା ବିଭିନ୍ନ କର୍ମଚାରୀଙ୍କ ସ୍ବାବ୍‌ ସଂଗ୍ରହ କରାଯାଇଛି। ସ୍ବାସ୍ଥ୍ୟକର୍ମୀ ମନୋରଞ୍ଜନ ପୋଥାଳଙ୍କ ସହଯୋଗରେ ମଙ୍ଗଳବାର ମୋଟ୍‌ ୧୭୩ ସ୍ବାବ ସଂଗ୍ରହ କରାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ. କୌଶିକ ପାତ୍ର ସୂଚନା ଦେଇଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ. କୌଶିକ ପାତ୍ର, ସ୍ବାସ୍ଥ୍ୟ କର୍ମୀ ମୁକୁନ୍ଦ ନାୟକ, ମାନଗୋବିନ୍ଦ ସାମଲ, ପ୍ରିୟରଞ୍ଜନ ସାହୁ, ସାଗର ଦାସ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପା-ପୁଅଙ୍କ ଝଗଡ଼ା ତୁଟାଇବାକୁ ଯାଇ ମାଡ଼ ଖାଇଲା ପୋଲିସ

ବିଞ୍ଝାରପୁର,୬ା୯: ଯାଜପୁର ଜିଲା ବିଞ୍ଝାରପୁର ଥାନା ହନୁମାନ ଛକ ନିକଟରେ ପୋଲିସକୁ ଆକ୍ରମଣ ହୋଇଛି। ଏକ ପାରିବାରିକ କଳହକୁ ନେଇ ୧୧୨କୁ କଲ୍‌ କରିଥିଲେ ବାପା।...

ଗ୍ରାମ୍ୟ କାଜୁ ଜଙ୍ଗଲରୁ ମୋରମ ଲୁଟ୍‌

କଳିଙ୍ଗନଗର,୬ା୯(ଶୁଭାଶିଷ ରାଉତ): ଯାଜପୁର ଜିଲା ଦାନଗଦି ତହସିଲ ଅନ୍ତର୍ଗତ ରାଛିପୁର ଗ୍ରାମ ସଂଲଗ୍ନ କାଜୁ ଜଙ୍ଗଲ ନିକଟରେ ବେଆଇନ ମୋରମ ଚାଲାଣ ଚାଲିଛି। କେତେଜଣ ପ୍ରଭାବଶାଳୀ...

ଜମି ମାଲିକ କ୍ଷତିଗ୍ରସ୍ତ, ମଧ୍ୟସ୍ଥ ଧନୀ

ଯାଜପୁର,୬ା୯(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ୯ ହଜାରରୁ ଉର୍ଦ୍ଧ୍ୱ ଏକର ସରକାରୀ ଓ...

ପ୍ରେମ ବ୍ୟାପାରରୁ ଛାତ୍ରଙ୍କୁ ହତ୍ୟା

ଧର୍ମଶାଳା/କାଏମା,୬ା୯(ବଟକୃଷ୍ଣ ପରିଡ଼ା/ ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ପ୍ରେମ ବ୍ୟାପାରକୁ ନେଇ ଜଣେ କଲେଜ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।...

ବିଡିଓଙ୍କ ବିରୋଧରେ ଧାରଣାରେ ବସିଲେ ୫ ବିଧାୟକ

ଯାଜପୁର/ଧର୍ମଶାଳା/କାଏମା (ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି),୪ା୯:ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ ଓ ବିଧାୟକ ହିମାଂଶୁ ଶେଖର ସାହୁଙ୍କ ମଧ୍ୟରେ କଳି ବଢ଼ିବାରେ...

କଳା ଚଷମା ପିନ୍ଧିଥିଲେ ବିକାଶ ଦିଶିବ ନାହିଁ କାହିଁକି ଏମିତି କହିଲେ ବିଧାୟିକା

ଯାଜପୁର,୩।୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ପୌରପାଳିକା ପକ୍ଷରୁ ଶନିବାର ଗୌତମ ବୁଦ୍ଧ ସଂସ୍କୃତି ଭବନରେ ଅନୁଷ୍ଠିତ ସ୍ବାୟତ୍ତ ଶାସନ ଦିବସ ପାଳନ କାର୍ଯ୍ୟକ୍ରମରେ ଏମ୍‌ପି ରବୀନ୍ଦ୍ର ନାରାୟଣ...

ମରାମତି ନାଁରେ ଅନୁଦାନ ହରିଲୁଟ୍‌

ଯାଜପୁର,୨ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଜାରକା ଗ୍ରାମ୍ୟ ନିର୍ମାଣ ଡିଭିଜନ ଅନ୍ତର୍ଗତ ଧର୍ମଶାଳା, କୋରେଇ, ବଡ଼ଚଣା ଓ ରସୁଲପୁର ବ୍ଳକରେ ନିର୍ମିତ ରାସ୍ତାଗୁଡ଼ିକର ଅଗ୍ରାଧିକାର ଭିତ୍ତିରେ...

ଏନ୍‌ଏଚ୍‌ କଡ଼ରେ ପାର୍କିଂ, ବିପଦରେ ଛାତ୍ରୀଛାତ୍ରଙ୍କ ଜୀବନ

ଯାଜପୁର,୧ା୯(ହର୍ଷବର୍ଦ୍ଧନ ବେହେରା): ବ୍ୟାସନଗର କେନ୍ଦ୍ରୀୟ ବିଦ୍ୟାଳୟର ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କ ସୁରକ୍ଷାକୁ ନେଇ ଚିନ୍ତାରେ ରହିଛନ୍ତି। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଅନୁଦାନ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri