ଷ୍ଟିମ ପାଇପ୍‌ ଫାଟି ଶ୍ରମିକ ମୃତ୍ୟୁ ପ୍ରସଙ୍ଗ: ନଭେମ୍ବର ୫ରେ ନିଯୁକ୍ତି ପାଇବେ ମୃତ ଶଙ୍କରଙ୍କ ସ୍ତ୍ରୀ

ଗଞ୍ଜାମ,୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ଗତ ଅକ୍ଟୋବର ୬ରେ ଷ୍ଟିମ ପାଇପ ଫାଟି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ କାର୍ଯ୍ୟରତ ଇଞ୍ଜିନିୟରଙ୍କୁ ସମେତ ଜଣେ ଶ୍ରମିକ ଗୁରୁତର ହୋଇଥିଲେ । ପରେ ଇଞ୍ଜିନିୟର ଅଭିଷେକ ପାଳ ଓ ଶ୍ରମିକ ପୁଇଁତୋଳା ଗ୍ରାମର ଶଙ୍କର ରାଉଳଙ୍କ ମୃତ୍ୟୁ ଘଟିଥିଲ। ଶଙ୍କରଙ୍କ ପରିବାରକୁ କ୍ଷତିପୂରଣ ନିମନ୍ତେ ୧୨ ଲ ଟଙ୍କା ଏବଂ ମୃତ ଶଙ୍କରଙ୍କ ସ୍ତ୍ରୀଙ୍କୁ କମ୍ପାନୀରେ ନିଯୁକ୍ତି ଦେବା ଲାଗି କମ୍ପାନୀ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ। ଏ ନେଇ ସୋମବାର କମ୍ପାନୀ ୟୁନିଟ ହେଡ ଦିଗ୍‌ବିଜୟ ପାଣ୍ଡେ, ଏଚ୍‌ଆର ମୁଖ୍ୟ କେ. ଜି. ଗେନରୱାଲ ଏକ ବୈଠକ କରିଥିଲେ। ଆଗାମୀ ୫ ତାରିଖରେ ମୃତ ଶଙ୍କରଙ୍କ ସ୍ତ୍ରୀ ଚନ୍ଦ୍ରମା ରାଉଳ କମ୍ପାନୀ ଆଡମିନ୍‌ଷ୍ଟ୍ରେଟରରେ ହେଲ୍‌ପର ଭାବେ ନିଯୁକ୍ତି ପାଇବା ନେଇ ବୈଠକରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ିଆସିଲା ସମୁଦ୍ର ଜୁଆର: ଭାସିଲା କୋଠାଘର

ଛତ୍ରପୁର, ୧୭।୧୦ (ଦିଲ୍ଲୀପ ସାମଲ): ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ସମୁଦ୍ର ନିକଟରେ ଥିବା ଏକ କୋଠଘର ଭାସିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ...

ଜୁଆ ଆଡ୍ଡା ଉପରେ ଘନ ଘନ ଚଢାଉ: ୧୩ ଦିନରେ ୨୨୮ ଜୁଆଡି ଗିରଫ

ଛତ୍ରପୁର, ୧୭।୧୦(ଦିଲ୍ଲୀପ ସାମଲ): ବେଆଇନ ମଦ କାରାବାର ଓ ଚାଲିଥିବା ଜୁଆ ଆଡ୍ଡା ଗୁଡିକରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ ।...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ...

ପୁରୁଷୋତ୍ତମପୁର ଚଳଚଞ୍ଚଳ: ଚାନ୍ଦି ଗହଣାରେ ସଜେଇ ହେଇ ପୂଜା ପାଉଛନ୍ତି ମା’ ଧନଦାତ୍ରୀ

ପୁରୁଷୋତ୍ତମପୁର,୧୬ା୧୦(ସୀମାଞ୍ଚଳ ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ ଧନଦାତ୍ରୀ ତଥା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲା ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇଉଠିଥିବାବେଳେ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri