ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କୁ ମନା

କେନ୍ଦୁଝର,୧୮।୧୧(ସ୍ବ.ପ୍ର): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ସାମ୍ବାଦିକଙ୍କୁ ମନା କରାଯିବା ପ୍ରତିବାଦରେ ଜିଲା ପ୍ରେସ କ୍ଲବ କେନ୍ଦୁଝର ପକ୍ଷରୁ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କ ଗୁରୁବାର ମଧ୍ୟାହ୍ନରେ ହେବାକୁ ଥିବା ଖବରଦାତା ସମ୍ବିଳନୀକୁ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନସିଂ ଜରିଆରେ କେନ୍ଦୁଝର ଜିଲାରେ ସ୍ବାସ୍ଥ୍ୟ କାର୍ଡର ଶୁଭାରମ୍ଭ କରିଛନ୍ତି। ଏ ନେଇ ପ୍ରକାଶ ନବ ନିର୍ମିତ ସଂସ୍କୃତି ଭବନରେ ସତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ ହୋଇଥିଲେ ହେଁ ସେଠାକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ଡକାଯାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାହାଣୀ ସନ୍ଦେହ: ଭାଉଜଙ୍କୁ ହାଣି ହତ୍ୟାକଲେ ଦିଅର

ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର...

ମା’ଶାରଳାଙ୍କ ମନ୍ଦିରରେ ଘିଅର ମାନକୁ ନେଇ ଉଠିଲା ପ୍ରଶ୍ନ

ଜଗତ୍‌ସିଂହପୁର, ୫ା୧୦(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ହେଉଛନ୍ତି ମା’ଶାରଳା। ଏହି ମନ୍ଦିରକୁ ପ୍ରତ୍ୟହ ଜିଲା ତଥା ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସହସ୍ରାଧିକ...

୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ବେଲପଡ଼ା, ୫ା୧୦(ମନୋଜ କୁମାର ମିଶ୍ର):ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ୍‌ରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର ବିଲ୍‌ କରିବା ପାଇଁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ...

ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ...

କୋରାପୁଟରେ ଡେଙ୍ଗୁ ଆତଙ୍କ : ୨୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ଜଣେ ମହିଳା ମୃତ

ନାରାୟଣପାଟଣା,୨୩ା୮(ରାଜକିଶୋର ଜେନା): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ୍‌ରେ ବର୍ତ୍ତମାନ ଡେଙ୍ଗୁ ଆତଙ୍କ ଖେଳାଇଛି। ଗତ କିଛିଦିନ ମଧ୍ୟରେ ବ୍ଲକ୍‌ରେ ଏକାଧିକ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି।...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri