କଟକ ଅଫିସ, ୨୮।୧୨: କଟକ ସହରରେ କରୋନା ସଂକ୍ରମଣ ଉପରେ ସମ୍ପୂର୍ଣ୍ଣ ଭାବେ ରୋକ୍ ଲଗାଯାଇପାରୁନାହିଁ। କଟକ ମହାନଗର ନିଗମ(ସିଏମ୍ସି) ଅଧୀନ ନୂଆ ରାଉସାପାଟଣା ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କୋଠାରେ ୬ଟି ପରିବାର ଭଡାରେ ରହୁଛନ୍ତି। ସେଥିମଧ୍ୟରୁ ଗୋଟିଏ ପରିବାରର ୬ ଜଣ ସଦସ୍ୟ ସୋମବାର କରୋନାରେ ସଂକ୍ରମିତ ହୋଇଛନ୍ତି। ଫଳରେ ସିଏମ୍ସି ପକ୍ଷରୁ ଉକ୍ତ କୋଠାକୁ ମାଇକ୍ରୋ କଣ୍ଟେନ୍ମେଣ୍ଟ ଘୋଷଣା କରାଯାଇଛି। ସାଧାରଣ ଲୋକଙ୍କ ପାଇଁ ଉକ୍ତ କୋଠା ମଧ୍ୟକୁ ପ୍ରବେଶ ଓ ସେଠାରୁ ବାହାରକୁ ବାହାରିବା ଉପରେ କଟକଣା ଲଗାଯାଇଛି। କଣ୍ଟେନ୍ମେଣ୍ଟ ଜୋନ୍ରେ ରହୁଥିବା ଲୋକଙ୍କୁ ଆବଶ୍ୟକ ସାମଗ୍ରୀ ସିଏମ୍ସି ପକ୍ଷରୁ ଯୋଗାଇ ଦିଆଯିବ। ଏ ସମ୍ପର୍କରେ ଡା. ସ୍ମୃତିରଞ୍ଜନ ସାମଲ କହିଛନ୍ତି, କରୋନା ସଂକ୍ରମିତଙ୍କ ସ୍ବାସ୍ଥ୍ୟାବସ୍ଥା ଭଲଅଛି। ସେମାନଙ୍କୁ ଘରେ ସିଏମ୍ସି ପକ୍ଷରୁ ଚିକିତ୍ସା କରାଯାଉଛି।
Posted inଆମ ଜିଲା ଖବର, କଟକ View All
![](https://www.dharitri.com/wp-content/uploads/2024/07/81-2.jpg)
ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା
ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ...
![](https://www.dharitri.com/wp-content/uploads/2024/07/10-3.jpg)
୮ରେ ବନ୍ଦ ରହିବ ମହାବିଦ୍ୟାଳୟ, ବିଶ୍ବବିଦ୍ୟାଳୟ
ଭୁବନେଶ୍ୱର,୬।୭: ରବିବାର ବିଶ୍ୱପ୍ରଶିଦ୍ଧ ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ୨ଦିନ ହେଉଥିବାରୁ ଜୁଲାଇ ୮ ତାରିଖ ଛୁଟି ଘୋଷଣା କରାଯାଇଛି। ୮ ତାରିଖରେ ସମସ୍ତ ସରକାରୀ ଏବଂ...
![](https://www.dharitri.com/wp-content/uploads/2024/07/8-2.jpg)
ଓଡ଼ିଶାରେ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ: ୯ ଦିନ ରହିବେ ପୁରୀରେ
ଭୁବନେଶ୍ୱର,୭।୬: ଓଡ଼ିଶାରେ ପହଞ୍ଚିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ। ରଥଯାତ୍ରାରେ ସେ ୯ ଦିନ ପୁରୀରେ ରହିବା ସହ ବିଭିନ୍ନ ଆଧାତ୍ମିକ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।...
![](https://www.dharitri.com/wp-content/uploads/2020/05/india-ratha-yatra-01.jpg)
ଗୋଟିଏ ଦିନ ପରେ ରଥଯାତ୍ରା, ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ରଥ
ପୁରୀ,୬।୭: ସିଂହଦ୍ୱାର ସମ୍ମୁଖରେ ଲାଗିଛି ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା।...
![](https://www.dharitri.com/wp-content/uploads/2024/07/9-1.jpg)
ଗାନ୍ଧୀଛକରେ ବିକ୍ଷୋଭ: ରାହୁଲଙ୍କ ବିରୋଧରେ ଥାନାରେ ଏତଲା
ରୂପସା, ୬।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେବସେନା ପକ୍ଷରୁ ସ୍ଥାନୀୟ ଗାନ୍ଧୀଛକ ନିକଟରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । କଂଗ୍ରେସ ଏମ୍ପି...
![](https://www.dharitri.com/wp-content/uploads/2024/07/1-10.jpg)
ଘରକୁ ପଶିଗଲା ଟ୍ରକ୍: ଚାଲିଗଲା ବୃଦ୍ଧାଙ୍କ ଜୀବନ
ରାଇରଙ୍ଗପୁର,୬।୭: ମୟୁରଭଞ୍ଜ ଜିଲା ରାଇରଙ୍ଗପୁରରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତଗତିରେ ଆସୁଥିବା ଏକ ଟକ୍ର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ଘର ଭିତରକୁ...
![](https://www.dharitri.com/wp-content/uploads/2024/07/fd-5.jpg)
ବିପୁଳ ନିଶା ସାମଗ୍ରୀ ଜବତ, ଜଣେ ଗିରଫ
ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାର ଏକ ଘର ଭିତରୁ ୫୦୦ ବୋତଲ କଫସିରପ ଜବତ ହୋଇଛି। କେଶବ ନଗର ଘରେ ଟାଉନ ଥାନା ପୋଲିସର ଅତର୍କିତ...
![](https://www.dharitri.com/wp-content/uploads/2020/04/Puri-Ratha-Yatra.png)
ରାତିପାହିଲେ ଘୋଷଯାତ୍ରା; ତିନି ରଥକୁ ବିଜେ ହେଲା ଆଜ୍ଞାମାଳ
ପୁରୀ, ୫।୭(ଅଜିତ୍ କୁମାର ମହାନ୍ତି): ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ଶନିବାର ରଥଖଳାରୁ ଶ୍ରୀମନ୍ଦିର ନିକଟକୁ ତିନିରଥ ଟଣାହେବ। ପଟି ଦିଆଁଙ୍କଠାରୁ...
Archives
![Why Dharitri](https://www.dharitri.com/wp-content/themes/dharitri/images/1.jpeg)