ମହୁପଦରରେ ଲାଗିଲା ମାଓବାଦୀ ବିରୋଧୀ ପୋଷ୍ଟର

ମାଲକାନଗିରି,୨୦।୧ (ଡି.ଏନ.ଏ.)  ମାଲକାନଗିରି ଜିଲା ମାଥିଲି ବ୍ଲକ ମହୁପଦର ପଞ୍ଚାୟତ କେରିମିଟି ଗ୍ରାମର ନିରୀହ ଆଦିବାସୀ ଯୁବକ ଆନନ୍ଦ ସାହୁଙ୍କୁ ପୋଲିସ ସୂଚନାଦାତା ସନ୍ଦେହରେ ମାଓବାଦୀମାନେ ହତ୍ୟା କରିବା ଘଟଣାକୁ ବିରୋଧ କରି ମାଓବାଦୀ ବିରୋଧୀ ପୋଷ୍ଟର ଲାଗିଛି। ଏହି ପୋଷ୍ଟର ଓଡିଶା ରାଜ୍ୟ ମାଓବାଦୀ ପିଏଲଜିଏ ବିରୋଧୀ ଏଏନପିପିଏଫ ପକ୍ଷରୁ ଲଗାଯାଇଛି। ପୋଷ୍ଟରରେ ଏଏନପିପିଏଫ ମାଓବାଦୀଙ୍କୁ ଖୋଲା ଚାଲେଞ୍ଜ ଦେଇଛି। ଆନନ୍ଦଙ୍କୁ ପୋଲିସ ସୂଚନାଦାତା କହି ହତ୍ୟା କରିବାର ଅଧିକାର ମାଓବାଦୀଙ୍କୁ କିଏ ଦେଲା ବୋଲି ଏଏନପିପିଏଫ ପ୍ରଶ୍ନ ଉଠାଇଛି। ମାଓବାଦୀମାନେ ପ୍ରଜାକୋର୍ଟ ବନ୍ଦ ନ କଲେ ଏହାର ପରିଣାମ ମାଓବାଦୀ ସଙ୍ଗଠନକୁ ଭୋଗିବାକୁ ପଡ଼ିବ ବୋଲି ପୋଷ୍ଟରରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦୦ରୁ ଊର୍ଦ୍ଧ୍ୱ କଇଁଛ ଜବତ, ୪ ଗିରଫ

ମାଲକାନଗିରି,୫।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ମୋଟୁ ବନ ବିଭାଗ ଦ୍ୱାରା ବୁଧବାର ସକାଳେ ୫୦୦ରୁ ଊର୍ଦ୍ଧ୍ୱ ଜୀବନ୍ତ କଇଁଛ ଜବତ ହୋଇଛି।...

ଗୁଳି ବିନିମୟରେ ୯ ମାଓବାଦୀ ମୃତ: ୫ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି, ୩ା୯(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ନିକଟରେ ଜଣେ ମହିଳାଙ୍କ ସମେତ ୫ ମାଓବାଦୀ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ମେହେତା ଆର୍‌ପିସି...

୩ଦିନ ତଳେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଜିଲାପରିଷଦ ସଭ୍ୟା:  ଆଉ ଏବେ ବାନ୍ଧିଲା…

ମାଲକାନଗିରି,୩୦।୮: କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ଚାକିରି କରାଇ ଦେବା ନାଁରେ ଏକାଧିକ ଲୋକଙ୍କଠାରୁ ଠକେଇ ମାମଲାରେ ଯୋଡିହୋଇଥିବା ମାଲକାନଗିରି ମାଥିଲି ବ୍ଲକ ୩ ନମ୍ବର...

ପୋଲିସ-ମାଓବାଦୀ ମୁହାଁମୁହିଁ: ୩ ମହିଳା ମାଓବାଦୀ ନିହତ

ମାଲକାନଗିରି,୨୯ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଏବଂ କାଙ୍କେର ଜିଲା ସୀମାବର୍ତ୍ତୀ ଅଞ୍ଚଳରେ ଗୁରୁବାର ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୩ଜଣ...

ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି

ଗୋବିନ୍ଦପାଲି, ୨୮ା୮(କାର୍ତ୍ତିକ ରଥ): ଅନ୍ଧାରିମୂଲକ ଭିତରେ ଆଶାର କିରଣ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି । ଆଦିମ...

ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨୮ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାରେ ମାଓବାଦୀମାନେ ଇନ୍‌ଫର୍ମର ସନ୍ଦେହରେ ପୋଲିସ କର୍ମଚାରୀଙ୍କ ଭାଇଙ୍କୁ ବୁଧବାର ହତ୍ୟା କରିଛନ୍ତି। ମୃତ ଯୁବକ ହେଲେ ମିଋତୁର ଥାନା...

ମହିଳା ମାଓବାଦୀଙ୍କୁ ଗଣବଳାତ୍କାର ପରେ ହତ୍ୟା: ପ୍ରତିବାଦରେ ଲାଗିଲା ପୋଷ୍ଟର

ମାଲକାନଗିରି, ୨୮ା୮(ଦୁର୍ଯ୍ୟୋଧନ ପାତ୍ର): ମହିଳା ମାଓବାଦୀ ବନ୍ତୀ ରାଧାଙ୍କୁ ଗଣବଳାତ୍କାର ପରେ ପ୍ରଜାକୋର୍ଟରେ ହତ୍ୟା ଘଟଣାକୁ ବିରୋଧକରି ଆଣ୍ଟି ମାଓବାଦୀ ପିପୁଲ ପିସ୍‌ ଫୋର୍ସ ପକ୍ଷରୁ...

ପ୍ରଜାକୋର୍ଟରେ ଯୁବକଙ୍କୁ ମାରିଦେଲେ ମାଓବାଦୀ

ମାଲକାନଗିରି,୨୭।୮ (ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ବିଜାପୁର ଜିଲାର ଭୈରମଗଡ଼ରେ ମାଓବାଦୀମାନେ ଏକ ପ୍ରଜା କୋର୍ଟକରି ଜଣେ ଯୁବକଙ୍କୁ ହତ୍ୟା କରିଥିବା ସୂଚନା ମିଳିଛି। ପୋଲିସ ଇନ୍‌ଫର୍ମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri