ରଜନୀକାନ୍ତଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିର ଜଣେ ବଡ ଅଭିନେତା ହେଉଛନ୍ତି ରଜନୀକାନ୍ତ। ସେ ରୋବଟ, ଲିଙ୍ଗା, ଶିବାଜୀ ଦି ବସ ଏବଂ ୨.୦ ଭଳି ଏକରୁ ଅଧିକ ବ୍ଲକବଷ୍ଟର ଫିଲ୍ମ ଦେଇଛନ୍ତି। ରଜନୀକାନ୍ତଙ୍କ ଉପସ୍ଥିତିରେ ଯେକୌଣସି ଫିଲ୍ମ ବ୍ଲକବଷ୍ଟର ହେବାର ଗ୍ୟାରେଣ୍ଟି ଭାବରେ ବିବେଚନା କରାଯାଏ। ଏହା ସହିତ ସେ ଧନୀ ଅଭିନେତା ତାଲିକାରେ ମଧ୍ୟ ସାମିଲ ଅଛନ୍ତି।
ରଜନୀକାନ୍ତ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ କଳାକାରମାନଙ୍କ ମଧ୍ୟରେ ଗଣାଯାଏ। ସେ ତାଙ୍କର ପ୍ରତ୍ୟେକ ଫିଲ୍ମ ପାଇଁ ପ୍ରାୟ ୫୦ କୋଟି ଟଙ୍କା ନିଅନ୍ତି। ରଜନୀକାନ୍ତଙ୍କ ମୋଟ ସମ୍ପତ୍ତି ହେଉଛି ୩୬୫ କୋଟି ଟଙ୍କା।
ରଜନୀକାନ୍ତଙ୍କ ଚେନ୍ନାଇରେ ତାଙ୍କର ବହୁତ ବିଳାସପୂର୍ଣ୍ଣ ଘର ଅଛି। ଏଥିରେ ସବୁ ପ୍ରକାର ସୁବିଧା ଉପଲବ୍ଧ ରହିଛି। ରଜନୀକାନ୍ତଙ୍କର ଅନ୍ୟ ତାରକାଙ୍କ ପରି କାର୍‌ ସଉକିଆ ନୁହଁନ୍ତି। ତାଙ୍କର କାତ୍ର ତିନୋଟି କାର ଅଛି। ଏଥିରେ ରେଞ୍ଜ ରୋଭର, ବେଣ୍ଟଲେ ଏବଂ ଟୟୋଟା ଇନୋଭା ଅଛି। ରଜନୀକାନ୍ତ ଏହି କାର୍‌ଗୁଡିକରେ ଯାତ୍ରା କରିବାକୁ ପସନ୍ଦ କରନ୍ତି। ରଜନୀକାନ୍ତଙ୍କ ପ୍ରଶଂସକମାନେ ତାଙ୍କ ପରବର୍ତ୍ତୀ ଫିଲ୍ମକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନିକଟରେ ତାଙ୍କର ଆଗାମୀ ଫିଲ୍ମ ଜେଲର ପ୍ରଥମ ପୋଷ୍ଟର ରିଲିଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଦୁନିଆରେ ଏଣ୍ଟ୍ରି ମାରିଲେ ଧୋନି! ଏହି ଫିଲ୍ମରେ କରିବେ ଅଭିନୟ

ନୂଆଦିଲ୍ଲୀ,୬।୯: ଦୁଇ ତାରକା ଗୋଟିଏ ଫିଲ୍ମରେ ଥିଲେ ଫିଲ୍ମର କ୍ରେଜ ହିଁ ବଢିଯାଏ। ଲୋକେ ତାଙ୍କ ପ୍ରିୟର ସୁପରଷ୍ଟାରଙ୍କୁ ଦେଖିବାକୁ ଭିଡ ଜମାଇଥା’ନ୍ତି। ଦକ୍ଷିଣ ଫିଲ୍ମର...

କେତେ ଟଙ୍କା ଟ୍ୟାକ୍ସ ଦିଅନ୍ତି ବଲିଉଡ୍‌ ସେଲିବ୍ରିଟି: ଜାଣନ୍ତୁ ଲିଷ୍ଟର ସର୍ବାଗ୍ରେ ଅଛନ୍ତି କିଏ

ଚଳଚ୍ଚିତ୍ର ତାରକାମାନେ ପ୍ରତିବର୍ଷ କୋଟି କୋଟି ଟଙ୍କାର ଟ୍ୟାକ୍ସ ଦିଅନ୍ତି। ଅଭିନେତା ଶାହାରୁଖ ଖାନ ୨୦୨୪ରେ ସମସ୍ତ ଭାରତୀୟ ସେଲିବ୍ରିଟିଙ୍କ ମଧ୍ୟରେ ସର୍ବାଧିକ ଟିକସ ଦେଇଛନ୍ତି।...

ଲାଇଭ୍‌ ସାକ୍ଷାତକାରରେ କ୍ୟାଟ୍ରିନାଙ୍କ ଉପରେ ରାଗିଗଲେ ରଣବୀର, କହିଲେ ଚୁପ୍‌ ରୁହ…

ମୁମ୍ବାଇ: ଏକ ରେଡିଓ ରୁମ୍‌ ସାକ୍ଷାତକାରରେ ଅଭିନେତା ରଣବୀର କପୁର କ୍ୟାଟ୍ରିନା କାଫେଙ୍କୁ ରାଗିଯାଇ ପାଟି କରୁଥିବାର ନଜର ଆସିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ...

ଭାବି ସ୍ତ୍ରୀଙ୍କ ଫଟୋରେ ଏମିତି କମେଣ୍ଟ ଦେଲେ ନାଗା ଚୈତନ୍ୟ

ସାଉଥ୍‌ ସୁପରଷ୍ଟାର୍‌ ନାଗା ଚୈତନ୍ୟ ଏବଂ ଶୋଭିତା ଧୁଲିପାଲାଙ୍କ ନିର୍ବନ୍ଧ ସରିଛି। ଏବେ ଉଭୟଙ୍କ ବିବାହ ଡେଟ୍‌କୁ ପ୍ରଶଂସକ ଅପେକ୍ଷା କରିଛନ୍ତି। ଏସବୁ ଭିତରେ ଶୋଭିତାଙ୍କ...

‘ଏମର୍ଜେନ୍ସି’କୁ ହାଇକୋର୍ଟ ଝଟକା

ମୁମ୍ବାଇ, ୫।୯:ସେନସରଶିପ୍‌କୁ ନେଇ ଅଭିନେତ୍ରୀ ତଥା ଏମ୍‌ପି କଙ୍ଗନା ରାଣାଓ୍ବାତଙ୍କ ‘ଏମର୍ଜେନ୍ସି’ ଫିଲ୍ମକୁ ବୁଧବାର ବମ୍ବେ ହାଇକୋର୍ଟଙ୍କ ନିକଟରୁ ଆଶ୍ୱସ୍ତି ମିଳିନାହିଁ। ଫିଲ୍ମର ସହ ନିର୍ମାତା...

‘ଯେତେବେଳେ ମୁଁ ଏହି ଦୁନିଆ ଛାଡି ଚାଲିଯିବି…’, ସମ୍ପତ୍ତି ଭାଗବଣ୍ଟାକୁ ନେଇ ଏମିତି କହିଦେଲେ ବିଗ୍‌ ବି, ଐଶ୍ୱର୍ଯ୍ୟାଙ୍କୁ ଦେବେ…

ମୁମ୍ବାଇ: ଅମିତାଭ ବଚ୍ଚନ ହେଉଛି ଶତାବ୍ଦୀର ମେଗାଷ୍ଟାର । ବିଗ୍‌ ବି ୫୦ ବର୍ଷରୁ ଅଧିକ ସମୟ ଧରି ଇଣ୍ଡଷ୍ଟ୍ରିରେ ସକ୍ରିୟ ଥିଲେ। ଏହି ୫୦...

‘ତାଙ୍କୁ ବୟକଟ କରିବା ଉଚିତ୍‌’, ଲଣ୍ଡନରୁ ମୁମ୍ବାଇ ଫେରିବା ମାତ୍ରେ ଅନୁଷ୍କାଙ୍କୁ ଏମିତି କହିଦେଲେ…

ମୁମ୍ବାଇ: ପୁଅ ଅକାୟଙ୍କ ଜନ୍ମର ୭ ମାସ ପରେ ଅଭିନେତ୍ରୀ ଅନୁଷ୍କା ଶର୍ମା ଲଣ୍ଡନରୁ ଭାରତ ଫେରିଛନ୍ତି। ଗତ କିଛି ସପ୍ତାହ ପୂର୍ବରୁ, ସେ ଏକ...

କଙ୍ଗନାଙ୍କ ପରବର୍ତ୍ତୀ ଫିଲ୍ମ ‘ଭାରତ ଭାଗ୍ୟ ବିଧାତା’

ମୁମ୍ବାଇ: ଅଭିନେତ୍ରୀ ତଥା ଲୋକ ସଭା ଏମ୍‌ପି କଙ୍ଗନା ରାଣାଓ୍ବତ ମଙ୍ଗଳବାର ନିଜର ପରବର୍ତ୍ତୀ ପ୍ରୋଜେକ୍ଟ ବିଷୟରେ ଘୋଷଣା କରିଛନ୍ତି। ମନୋଜ ତାପାଡ଼ିଆଙ୍କର ନିର୍ଦ୍ଦେଶନାରେ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri