କୁଖ୍ୟାତ ଅପରାଧୀ ବିକାଶ ବେହେରାଙ୍କୁ ଛୁରୀ ଭୁଷି ହତ୍ୟା: ୨ ଅଟକ

ନୟାଗଡ଼ ଅଫିସ,୨୫।୧୦: ନୟାଗଡ଼ ଜିଲା ଦଶପଲା ବ୍ଲକ ମଧ୍ୟଖଣ୍ଡର କୁଖ୍ୟାତ ଅପରାଧୀ ବିକାଶ ବେହେରାଙ୍କୁ ଛୁରୀ ଭୁଷି ହତ୍ୟା କରାଯାଇଛି। ଦୀପାବଳି ଉତ୍ସବ ପାଳନ ଅବସରରେ ସୋମବାର ରାତିରେ ମଧ୍ୟଖଣ୍ଡରେ ବାଣ ଫୁଟାଇବା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ପରେ ଏହି ହତ୍ୟାକାଣ୍ଡ ଘଟିଥିଲା। ବିକାଶଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦଶପଲ୍ଲା ଓ ପରେ ନୟାଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପୋଲିସ ହସ୍ପିଟାଲରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରି କି ପୋଲିସ ଏହି ଘଟଣାରେ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସୂଚନାଯୋଗ୍ୟ, ବିକାଶଙ୍କ ନାମରେ ପୂର୍ବରୁ ଜିଲାର ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri