ଏନକାଉଣ୍ଟରରେ ୩ ମାଓବାଦୀ ନିହତ 

ମାଲକାନଗିରି,୨୫।୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି-ଛତିଶଗଡ ସୀମାନ୍ତ କାଙ୍କେର ଜିଲାରେ ଏନକାଉଣ୍ଟର ହୋଇଛି। ସୁରକ୍ଷା କର୍ମୀଙ୍କ ଗୁଳିରେ ତିନି ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଚନ୍ତି। ଘଟଣାସ୍ଥଳରୁ ଦୁଇଟି ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।
ସୂଚନାଯୋଗ୍ୟ, କୈଲିବେଡା ଜଙ୍ଗଲରେ ମାଓବାଦୀମାନେ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଗୁଇନ୍ଦା ସୂଚନା ମିଳିଥିଲା। ଏ ନେଇ ଡିଆରଜି ଓ ବିଏସଏଫ ବାହିନୀ ପକ୍ଷରୁ ମିଳିତ ଭାବେ ଉକ୍ତ ସ୍ଥାନରେ ଚଢାଉ କରିଥିଲେ । ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ କିଛି ସମୟ ଧରି ଗୁଳିବିନିମୟ ଜାରି ରହିଥିଲା । ଏହି ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri