ଆମେ ୩୧ ହଜାର ସୈନିକଙ୍କୁ ହରାଇଛୁ: ୨ ବର୍ଷର ଯୁଦ୍ଧକୁ ନେଇ ମୁହଁ ଖୋଲିଲେ ଜେଲେନସ୍କି

କିଭ୍‌,୨୬।୨: ରୁଷିଆ-ୟୁକ୍ରେନ ଯୁଦ୍ଧର ଦୁଇ ବର୍ଷ ବିତିଗଲାଣି । ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ୨୪ ଫେବୃଆରୀ ୨୦୨୨ରେ ଆରମ୍ଭ ହୋଇଥିଲା, ଯାହା ଏବେବି ଜାରି ରହିଛି। ଦୁଇ ବର୍ଷର ଯୁଦ୍ଧରେ ଉଭୟ ଦେଶରେ ଅନେକ ପରିବର୍ତ୍ତନ ହୋଇଛି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି, ଲକ୍ଷ ଲକ୍ଷ ଲୋକ ବିସ୍ଥାପିତ ହୋଇଛନ୍ତି। ଏହା ଅନେକ ପରିବାର ଏବଂ ସମ୍ପ୍ରଦାୟକୁ ଭାଙ୍ଗି ଦେଇଛନ୍ତି ଏବଂ ଅର୍ଥନୀତିକୁ ଧ୍ୱଂସ କରିଛନ୍ତି। ଏହି ରକ୍ତାକ୍ତ ଯୁଦ୍ଧ ବନ୍ଦ ହେବାର ନାଁ ଧରୁନି। ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କି କହିଛନ୍ତି, ରୁଷିଆ ଆକ୍ରମଣ ପରେ ଆମେ ଆମର ୩୧ ହଜାର ସୈନିକଙ୍କୁ ହରାଇଛୁ। ଅନେକ କିଛି ହରାଇଛୁ। ତଥାପି ଆମେ ମୁଣ୍ଡ ନୁଆଁଇବୁ ନାହିଁ।
ଆମେରିକା ଭିତ୍ତିକ ଇନଷ୍ଟିଚ୍ୟୁଟ ଫର୍‌ ଷ୍ଟଡି ଅଫ ୱାର୍‌ ରିପୋର୍ଟ କରିଛି ଯେ, ରୁଷିଆ ବର୍ତ୍ତମାନ ୟୁକ୍ରେନର ୧୮ ପ୍ରତିଶତ ଅଞ୍ଚଳ ଦଖଲ କରିଛି। ରୁଷିଆର ସୈନ୍ୟବାହିନୀ ବର୍ତ୍ତମାନ ଡୋନେଟସ୍କ, ଲୁହାନସ୍କ, ଜାପୋରିଜିଆ, ଖେରସନ ଏବଂ ଖାର୍କିଭର କିଛି ଅଂଶ ଦଖଲ କରିଛନ୍ତି।
ସୂଚନାଯୋଗ୍ୟ ଯେ, ରୁଷିଆଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ କରିବାକୁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପ୍ରସ୍ତାବକୁ ଆମେରିକା ପ୍ରତ୍ୟାଖ୍ୟାନ କରିଛି। ପୁଟିନ ଗତ ବର୍ଷ ମଧ୍ୟସ୍ଥିଙ୍କ ମାଧ୍ୟମରେ ସର୍ବସାଧାରଣ ତଥା ବ୍ୟକ୍ତିଗତ ଭାବରେ ଆମେରିକାକୁ ସିଗନାଲ ପଠାଇଥିଲେ। ୟୁକ୍ରେନରେ ଯୁଦ୍ଧବିରାମ ପାଇଁ ରୁଷିଆ ପ୍ରସ୍ତୁତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

ମୋଦିଙ୍କ ଚାପର ପ୍ରଭାବ, ରୁଷିଆରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ନେଇ ବାଜିଲା ମୋହର

ମସ୍କୋ/ନୂଆଦିଲ୍ଲୀ,୭ା୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଭାରତୀୟ ନାଗରିକମାନେ ମଧ୍ୟ ଆଗ ଧାଡ଼ିରେ ଲଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ସଂଗ୍ରାମରେ ଏପର୍ଯ୍ୟନ୍ତ ଅନେକ...

ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶ ନେଇ ଯାଇଥିବା ସ୍ପେସ୍‌କ୍ରାଫ୍ଟ ଫେରିଲା, ଏହି ସମୟର ଭିଡିଓ ଦେଖିଲେ…

ଓ୍ବାଶିଂଟନ,୭ା୯: ନାସା ମହାକାଶଚାରୀ ସୁନୀତା ଓ୍ବଲିୟମ୍ସ ଏବଂ ବୁଚ୍‌ ଓ୍ବିଲ୍‌ମୋରଙ୍କୁ ମହାକାଶକୁ ନେଇଥିବା ମହାକାଶଯାନ ପୃଥିବୀକୁ ଫେରିଛି। ଜୁନ୍‌ ପ୍ରଥମ ସପ୍ତାହରେ, ବୋଇଂ ଷ୍ଟାର୍‌ଲାଇନର  ମହାକାଶଯାନ...

ସ୍କୁଲ ହଷ୍ଟେଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୧୭ ଛାତ୍ର, ୧୩ ଗୁରୁତର

ନାଇରୋବି,୬।୯: କେନିଆର ଏକ ପ୍ରାଥମିକ ବୋର୍ଡିଂ ସ୍କୁଲରେ ଅଗ୍ନିକାଣ୍ଡରେ ୧୭ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ।...

ଆମେରିକାକୁ ଖୋଲା ଚେତାବନୀ ଦେଲା ରୁଷିଆ: ‘ରେଡ ଲାଇନ’ ଅତିକ୍ରମ କଲେ ପରିସ୍ଥିତି ହେବ ଭୟାବହ

ମସ୍କୋ,୬।୯: ରୁଷିଆର ବୈଦେଶିକ ମନ୍ତ୍ରୀ ସରୋଜ ଲାଭ୍ରୋଭ ୟୁକ୍ରେନ ଯୁଦ୍ଧ ମାମଲାରେ ‘ରେଡ ଲାଇନ’ ଅତିକ୍ରମ ନ କରିବାକୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ମସ୍କୋ...

ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନ ଜିତିଲେ ମସ୍କଙ୍କୁ କରିବେ ‘ଚିଫ୍‌’

ଓ୍ବାଶିଂଟନ,୬।୯: ଟେସଲା ସିଇଓ ଏଲୋନ ମସ୍କ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସର୍ବଦା ସମର୍ଥନ କରିଆସୁଛନ୍ତି। ଚଳିତ ବର୍ଷ ନଭେମ୍ବରରେ ହେବାକୁ ଥିବା ଆମେରିକୀୟ ରାଷ୍ଟ୍ରପତି...

ପାକିସ୍ତାନରେ କେତେ ଆତଙ୍କୀ ରହୁଛନ୍ତି ପାକ୍‌ ସେନା ନିଜେ କଲା ଖୁଲାସା, କହିଲା ପ୍ରତ୍ୟେକ କୋଣ ଅନୁକୋଣରେ…

ଇସଲାମାବାଦ,୬ା୯: ଭାରତରେ ଆତଙ୍କବାଦ ସୃଷ୍ଟି କରୁଥିବା ପାକିସ୍ତାନ ସବୁବେଳେ ଅସ୍ବୀକାର କରେ ଯେ, ଆତଙ୍କବାଦୀଙ୍କ ସହ ଏହାର କୌଣସି ସମ୍ପର୍କ ନାହିଁ। କିନ୍ତୁ ବର୍ତ୍ତମାନ ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri