ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ ଗେଟ୍ସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ଭୁବନେଶ୍ବର ସ୍ଥିତ କୃଷି ଭବନ ପରିଦର୍ଶନ କରିବେ ।

ସୂଚନାଯୋଗ୍ୟ, ୨୦୧୭ରେ ବିଲ ଆଣ୍ଡ ମେଲିଣ୍ଡା ଫାଉଣ୍ଡେସନ ସହ ଓଡିଶା ସରକାରଙ୍କର ଚୁକ୍ତି ହୋଇଥିଲା । କୃଷିରେ ଉନ୍ନତି ପାଇଁ ରାଜ୍ୟ ସରକାର ଚୁକ୍ତି କରିଥିଲେ । ଯାହା ଜରିଆରେ ବୈଷୟିକ ପ୍ରଣାଳୀରେ କ୍ଷୁଦ୍ରକ୍ଷୁଚାଷୀଙ୍କ ଆୟ ବୃଦ୍ଧି କରାଯିବା ନେଇ ଯୋଜନା ହୋଇଥିଲା । ବିଲ ଗେଟ୍ସ ଫାଉଣ୍ଡେସନ ଏଥିପାଇଁ ବୈଷୟିକ ସହାୟତା ଯୋଗାଉଛି । ରାଜ୍ୟରେ କୃଷି ବିକାଶ କିପରି ହେବ ତାହାର ଅନୁଧ୍ୟାନ କରିବା ସହ ବିଶେଷକରି କୃଷି ବିଭାଗ କିପରି ଯୋଜନା ଲାଗୁ ତାହା ଅନୁଧ୍ୟାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri