Posted inଫୁରସତ

ଘରେ ପଶି କୁକୁର ଶିକାର କଲା ଚିତାବାଘ, କ୍ୟାମେରାରେ କଏଦ ହେଲା ଲୋମହର୍ଷଣକାରୀ ଦୃଶ୍ୟ, ଦେଖନ୍ତୁ…

ଜଙ୍ଗଲର ଘାତକ ଶିକାରୀଙ୍କ ମଧ୍ୟରୁ ଚିତାବାଘ ଅନ୍ୟତମ। ଏହା ଥରେ ଶିକାର ଉପରେ ଆଖି ପକାଇଲେ ତାର ବଞ୍ଚିବା ଏକପ୍ରକାର ଅସମ୍ଭବ। ହେଲେ ଜଙ୍ଗଲର ଏହି ଜନ୍ତୁକୁ ଜନବସତିରେ ଶିକାର କରୁଥିବା ଦେଖିଛନ୍ତି କି। ହୁଏତ ନା। କିଛି ଏଭଳି ଦୃଶ୍ୟ ଏବେ ଭାଇରାଲ ହେଉଛି। କାରଣ ଚିତାବାଘଟି ଘେରେ ପଶି କୁକୁରକୁ ଶିକାର କରିଛି। ଏହାର ଦୃଶ୍ୟ ବେଶ ଭୟଙ୍କର ହୋଇଥିବା ବେଳେ ତାହା ଭାଇରାଲ ହେଉଛି।
ଆଜିକାଲି ସମୟରେ ଶିକାରର ଅଭାବ କାରଣରୁ ଜଙ୍ଗଲୀ ଜନ୍ତୁ ସହରାଞ୍ଚଳକୁ ପଶି ଆସିବା ଦେଖାଯାଉଛି। ସୋସିଆଲ ମିଡିଆରେ ଏହାର ଅନେକ ଭିଡିଓ ଭାଇରାଲ ହୋଇଛି। ଠିକ ଏଭଳି କ୍ରମରେ ଦେଖାଯାଉଛି ଯେ ଏକ କୁକୁର ବେଶ ଆରାମରେ ଘର ବାହାରେ ଶୋଇଛି। ଠିକ ଏତିକି ବେଳେ ଚିତାବାଘଟି ଛପି ଛପି ଆସି କୁକୁର ଉପରେ ଆକ୍ରମଣ କରୁଛି। ଏହାପରେ ସେ ଜଙ୍ଗଲ ଆଡ଼କୁ ଦୌଡ଼ି ପଳାଉଛି। ହେଲେ ସୌଭାଗ୍ୟବଶତଃ କୁକୁରଟି ନିଶ୍ଚିତ ମୃତ୍ୟୁମୁଖରୁ ରକ୍ଷା ପାଇଯାଉଛି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିହୀନ ଲୋକଙ୍କ ସାହାରା-ଧଳା ବାଡ଼ି

ପ୍ରତିବର୍ଷ ଅକ୍ଟୋବର ୧୫ରେ ସାରା ବିଶ୍ୱରେ ହ୍ବାଇଟ କେନ ଡେ’ ବା ବିଶ୍ୱ ଧଳା ବାଡ଼ି ଦିବସ ପାଳନ କରାଯାଏ। ଦୃଷ୍ଟିହୀନ ଓ କମ୍‌ ଦୃଷ୍ଟିସମ୍ପନ୍ନ...

ଏମିତି ଇସ୍ତଫା ପତ୍ର ଲେଖିଲେ କର୍ମଚାରୀ, ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୫।୧୦: ସୋସିଆଲ ମିଡିଆରେ ଅନେକ ସମୟରେ ଅଜବ ଉପାୟରେ ଲେଖାଯାଇଥିବା ଚାକିରି ଅଫର କିମ୍ବା ଇସ୍ତଫା ପତ୍ର ଭାଇରାଲ ହୁଏ। କେତେକରେ, କର୍ମଚାରୀମାନେ ସେମାନଙ୍କର ଯନ୍ତ୍ରଣା...

ଝଙ୍କଡ଼ ଶାରଳା ପୀଠ

ରାଜ୍ୟର ପ୍ରମୁଖ ଦେବୀ ପୀଠ ମଧ୍ୟରେ ମା’ ଶାରଳାଙ୍କ ମନ୍ଦିର ଅନ୍ୟତମ। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଝଙ୍କଡ଼ କନକପୁରଠାରେ ଏହି ପୀଠ ଅବସ୍ଥିତ।...

ପର୍ଯ୍ୟଟକଙ୍କୁ ଟାଣି ଆଣେ କଣ୍ଟିଲୋ ନୀଳମାଧବ

ପର୍ଯ୍ୟଟକଙ୍କୁ ଟାଣି ଆଣିବା ପାଇଁ ନୟାଗଡ଼ ଜିଲାର କଣ୍ଟିଲୋରେ ରହିଛି ମନଲୋଭା ପର୍ଯ୍ୟଟନ ସ୍ଥଳ। ମହାନଦୀର ଦକ୍ଷିଣ ପାର୍ଶ୍ୱରେ ଜଗନ୍ନାଥ ସଂସ୍କୃତିର ଆଦି ପୀଠ କଣ୍ଟିଲୋ...

କୃଷ୍ଣଚୂଡାର ରଙ୍ଗ ଆଜି ଫିକା…ମନେ ପଡନ୍ତି ଖୋକା ଭାଇ

ଓଡ଼ିଆ ସଙ୍ଗୀତ ଦୁନିଆର ବେତାଜ୍‌ ବାଦଶାହା। ହେଲେ ଥିଲେ ମୁକୁଟ ବିହୀନ ସମ୍ରାଟ। କାଳଜୟୀ ତଥା ଲୋକପ୍ରିୟ ସଙ୍ଗୀତଜ୍ଞ ଚିର ସବୁଜ ଅକ୍ଷୟ ମହାନ୍ତିଙ୍କର ଆଜି...

ପ୍ରକୃତିର ଅନନ୍ୟ ଉପହାର ପ୍ରଧାନପାଟ ଜଳପ୍ରପାତ

ପ୍ରକୃତିର ଅନନ୍ୟ ଉପହାର ହେଉଛି ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ। ଦେବଗଡ଼ ସହରରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଅବସ୍ଥିତ ଏହି ପର୍ଯ୍ୟଟନସ୍ଥଳକୁ ବର୍ଷ ସାରା...

ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣ ତାମ୍ପରା ହ୍ରଦ

ଗଞ୍ଜାମ ଜିଲା ଛତ୍ରପୁର ନିକଟ ହୁମୁରୀ ତାମ୍ପରା ହ୍ରଦ ପର୍ଯ୍ୟଟକଙ୍କ ପ୍ରମୁଖ ଆକର୍ଷଣର କେନ୍ଦ୍ର ପାଲଟିଛି। ଲେକ୍‌ ଭ୍ୟୁ ପାର୍କ ଓ ବୋଟିଂ ପାଇଁ ଏହି...

ସଚେତନତାକୁ ଗୁରୁତ୍ୱ ଦେବା ଆବଶ୍ୟକ

ପ୍ରତିବର୍ଷ ଅକ୍ଟୋବର ୧୨ ତାରିଖକୁ ‘ବିଶ୍ୱ ଗଣ୍ଠିବାତ ରୋଗ ଦିବସ’ (ଓ୍ବାଲର୍‌ଡ ଆର୍ଥ୍ରାଇଟିସ୍‌ ଡେ) ଭାବରେ ପାଳନ କରାଯାଇଥାଏ। ଏହି ଦିବସ ଅବସରରେ ଚଳିତବର୍ଷର ସ୍ଲୋଗାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri