Posted inଜାତୀୟ

‘ବ୍ରେକ୍‌ଫାଷ୍ଟ ମିଟିଂ’ ଡାକିଲେ ମୁଖ୍ୟମନ୍ତ୍ରୀ: ପହଞ୍ଚିଲେନି ବିକ୍ରମଦିତ୍ୟ ସିଂ

ଶିମଲା,୨୯।୨: ହିମାଚଳରେ ରାଜନୈତିକ ଝଡ ଧୀରେ ଧୀରେ ଶାନ୍ତ ହେବାକୁ ଲାଗୁଛି। ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କ ତରଫରୁ ଗୁରୁବାର ଶିମଲାରେ ସମସ୍ତ କଂଗ୍ରେସ ବିଧାୟକଙ୍କ ‘ବ୍ରେକ୍‌ଫାଷ୍ଟ ମିଟିଂ’ ଡକାଯାଇଛି। ଡେପୁଟି ସିଏମ ମୁକେଶ ଅଗ୍ନିହୋତ୍ରୀ ମଧ୍ୟ ସିଏମଙ୍କ ସରକାରୀ ବାସଭବନରେ ଅନୁଷ୍ଠିତ ଏହି ବୈଠକରେ ପହଞ୍ଚିଛନ୍ତି। ଏପର୍ଯ୍ୟନ୍ତ ୧୨ ଜଣ ବିଧାୟକ ଏହି ବୈଠକରେ ପହଞ୍ଚି ନାହାଁନ୍ତି। କଂଗ୍ରେସ ବିଧାୟକ ବିକ୍ରମଦିତ୍ୟ ସିଂ ମଧ୍ୟ ଏହି ବୈଠକରେ ଯୋଗ ଦେଇନାହାଁନ୍ତି, ବର୍ତ୍ତମାନ ସେ ତାଙ୍କ ବାସଭବନରେ ଅଛନ୍ତି। ତାଙ୍କର ସମର୍ଥ ବିଧାୟକମାନେ ମଧ୍ୟ ବୈଠକରେ ପହଞ୍ଚି ନାହାଁନ୍ତି।
ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁଙ୍କ ଦ୍ୱାରା ଡକାଯାଇଥିବା ବୈଠକ ସମ୍ପର୍କରେ ବିଧାୟକ ଆଶିଷ ପଟେଲ କହିଛନ୍ତି ଯେ, ଏହା ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ, ଆସନ୍ତୁ ଦେଖିବା କଣ ହେଉଛି।
ସମସ୍ତ ବିଧାୟକଙ୍କୁ ସିଏମ ସୁଖୁ ଡକାଇଛନ୍ତି। କିନ୍ତୁ ବିକ୍ରମଦିତ୍ୟ ସିଂ ବୈଠକକୁ ଯିବା ପରିବର୍ତ୍ତେ ତାଙ୍କ ବାସଭବନରେ ରହିଛନ୍ତି। ଏକତା ଦେଖାଇବାକୁ ତାଙ୍କ ସମର୍ଥକମାନେ ଫୁଲ ସହିତ ତାଙ୍କ ବାସଭବନରେ ପହଞ୍ଚୁଛନ୍ତି। ତାଙ୍କ ସମର୍ଥକମାନେ କହିଛନ୍ତି ଯେ, ବିକ୍ରମଦିତ୍ୟ ସିଂଙ୍କ ପ୍ରତି ଅନ୍ୟାୟ କରାଯାଇଛି। ଭବିଷ୍ୟତରେ ସେମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ଚାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri