Posted inଜାତୀୟ

ମୁଖ୍ୟମନ୍ତ୍ରୀ ଶିନ୍ଦେ, ଅଜିତ୍‌ ପାଓ୍ବାରଙ୍କୁ ରାତ୍ରିଭୋଜନ ପାଇଁ ନିମନ୍ତ୍ରଣ କଲେ ଶରଦ ପାଓ୍ବାର

ମୁମ୍ବାଇ,୨୯।୧: ରାଜ୍ୟ ସଭା ଏମ୍‌ପି ଶରଦ ପାଓ୍ବାର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉଭୟ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଅଜିତ୍‌ ପାୱାରଙ୍କୁ ଶନିବାର ବାରାମତିସ୍ଥିତ ତାଙ୍କ ବାସଭବନକୁ ରାତ୍ରିଭୋଜନ ପାଇଁ ନିମନ୍ତ୍ରଣ କରିଛନ୍ତି।

ଏ ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଅଜିତ୍‌ ପାୱାର ଏବଂ ଦେବେନ୍ଦ୍ର ଫଡନ୍‌ଭିସଙ୍କୁ ଏକ ଚିଠି ପଠାଇଛନ୍ତି। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ପଠାଯାଇଥିବା ଚିଠିରେ ଶରଦ ପାୱାର କହିଛନ୍ତି , ଆପଣ ସରକାରୀ ପରିଦର୍ଶନ ପାଇଁ ମାର୍ଚ୍ଚ ୨ରେ ବାରାମତିକୁ ଆସୁଛନ୍ତି। ସେହିଦିନ ମହାରୋଜଗାର ମେଳା ବିଦ୍ୟା ପ୍ରତିଷ୍ଠାନ, ବିଦ୍ୟାନଗରୀ, ବାରାମତି ପରିସରରେ ଆୟୋଜନ କରାଯାଉଛି। ମୁଁ ବିଦ୍ୟା ପ୍ରତିଷ୍ଠାନର ସଂସ୍ଥାପକ ଅଧ୍ୟକ୍ଷ, ସଂଗଠନର ଅଧ୍ୟକ୍ଷଭାବରେ ମୁଁ ଆପଣଙ୍କୁ ସଂଗଠନର ପରିସରକୁ ସ୍ବାଗତ କରିବାକୁ ଚାହୁଁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri