ଅନନ୍ତ ଅମ୍ବାନୀଙ୍କ ବାହାଘରରେ ଏତିକି ଅତିଥି: ଅତିଥିମାନଙ୍କ ତାଲିକାରେ ରହିଛି…

ଜାମନଗର,୧।୩: ଭାରତର ଶ୍ରେଷ୍ଠ ଧନୀ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସାନପୁଅ ୨୮ ବର୍ଷୀୟ ଅନନ୍ତଙ୍କର ବିବାହ ତାଙ୍କ ଦୀର୍ଘଦିନର ବାନ୍ଧବୀ ରାଧିକା ମର୍ଚ୍ଚାଣ୍ଟ(୨୯)ଙ୍କ ସହ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପ୍ରି-ଓ୍ବେଡିଂ ଉତ୍ସବ ଶୁକ୍ରବାରଠାରୁ ଗୁଜରାଟର ଜାମନଗରରେ ଆରମ୍ଭ ହୋଇଛି। ଏଥିରେ ବହୁସଂଖ୍ୟାରେ ବଡ଼ ବ୍ୟବସାୟୀ ଏବଂ ସେଲିବ୍ରିଟି ଯୋଗ ଦେଉଥିବାବେଳେ ସେମାନଙ୍କୁ ନେବାଆଣିବା ପାଇଁ ଚାର୍ଟର ଜେଟ୍‌ର ବ୍ୟବସ୍ଥା କରାଯାଇଛି। ୧,୨୦୦ ଅତିଥି ଏହି ଉତ୍ସବରେ ସାମିଲ ହୋଇଛନ୍ତି। ଅତିଥିମାନଙ୍କ ତାଲିକାରେ ଆମେରିକାର ବିଲ୍‌ ଗେଟ୍ସ, ମାର୍କ ଜୁକେରବର୍ଗ ଥିବାବେଳେ ଭାରତୀୟ ବଡ଼ ବ୍ୟବସାୟୀଙ୍କ ମଧ୍ୟରେ ଗୌତମ ଆଦାନୀ, କୁମାର ମଙ୍ଗଳମ୍‌ ବିର୍ଲା, ବଲିଉଡ୍‌ ତାରକା ଶାହରୁଖ ଖାନ୍‌, ସଲମାନ ଖାନ୍‌ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ...

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri