Posted inଜାତୀୟ

ଅନନ୍ତ ଅମ୍ବାନୀଙ୍କ ବାହାଘରରେ ୧,୨୦୦ ଅତିଥି

ଜାମନଗର,୨।୩: ଭାରତର ଶ୍ରେଷ୍ଠ ଧନୀ ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସାନପୁଅ ୨୮ ବର୍ଷୀୟ ଅନନ୍ତଙ୍କର ବିବାହ ତାଙ୍କ ଦୀର୍ଘଦିନର ବାନ୍ଧବୀ ରାଧିକା ମର୍ଚ୍ଚାଣ୍ଟ(୨୯)ଙ୍କ ସହ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପ୍ରି-ଓ୍ବେଡିଂ ଉତ୍ସବ ଶୁକ୍ରବାରଠାରୁ ଗୁଜରାଟର ଜାମନଗରରେ ଆରମ୍ଭ ହୋଇଛି। ଏଥିରେ ବହୁସଂଖ୍ୟାରେ ବଡ଼ ବ୍ୟବସାୟୀ ଏବଂ ସେଲିବ୍ରିଟି ଯୋଗ ଦେଉଥିବାବେଳେ ସେମାନଙ୍କୁ ନେବାଆଣିବା ପାଇଁ ଚାର୍ଟର ଜେଟ୍‌ର ବ୍ୟବସ୍ଥା କରାଯାଇଛି। ୧,୨୦୦ ଅତିଥି ଏହି ଉତ୍ସବରେ ସାମିଲ ହୋଇଛନ୍ତି। ଅତିଥିଙ୍କ ତାଲିକାରେ ଆମେରିକାର ବିଲ୍‌ ଗେଟ୍ସ, ମାର୍କ ଜୁକେରବର୍ଗ ଥିବାବେଳେ ଭାରତୀୟ ବଡ଼ ବ୍ୟବସାୟୀଙ୍କ ମଧ୍ୟରେ ଗୌତମ ଆଦାନୀ, କୁମାର ମଙ୍ଗଳମ୍‌ ବିର୍ଲା, ବଲିଉଡ୍‌ ତାରକା ଶାହରୁଖ ଖାନ୍‌, ସଲମାନ ଖାନ୍‌ ପ୍ରମୁଖ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri